Home Bibles ମାଥିଉଲିଖିତ ସୁସମାଚାର 15:35 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 15:35 · ଓଡ଼ିଆ ବାଇବେଲ

ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ:

Cross references

ମାଥିଉଲିଖିତ ସୁସମାଚାର 14:19

ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଘାସ ଉପରେ ବସିୟିବାପାଇଁ କହିଲେ. ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଚାହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ଯମାନଙ୍କ ହାତକୁ ଦେଲେ। ଶିଷ୍ଯମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।

ମାର୍କଲିଖିତ ସୁସମାଚାର 6:39

ଯୀଶୁ ଆଜ୍ଞା ଦେଲେ, ଲୋକମାନଙ୍କୁ ପଡିଆର ସବୁଜ ଘାସ ଉପରେ ଦଳ-ଦଳ କରି ବ ସଇେ ଦିଅ।

ଲୂକଲିଖିତ ସୁସମାଚାର 9:14

ସଠାେରେ କବଳେ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ।

ଯୋହନଲିଖିତ ସୁସମାଚାର 6:10

ଯୀଶୁ କହିଲେ, ସମସ୍ତଙ୍କୁ ବସିବାକୁ କୁହ। ସଠାେରେ ପ୍ରଚୁର ଘାସ ଥିଲା। ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ।

Interlinear

Choose Theme