ତୁମ୍ଭେ ସବୁ କପଟୀ। ୟିଶାଇୟ ତୁମ୍ଭମାନଙ୍କ ବିଷୟ ରେ ଠିକ୍ ଭାବରେ ଏହି ଭବିଷ୍ଯଦ୍ବାଣୀ କହିଥିଲେ।
Cross references
ଯାଜକ ଯଦି ଦେଖିବ ସହେି କ୍ଷତି ଚର୍ମ ରେ ବ୍ଯାପିଲା, ତବେେ ସେ ତାକୁ ଅଶୁଚି ବୋଲି ପ୍ରକାଶ କରିବ ଏବଂ ତାହା କୁଷ୍ଠ ରୋଗ।
ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର। ତା' ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତାପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢି ଆଣି ପାରିବ।
ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।
ଯୀଶୁ କହିଲେ, ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧ ରେ ୟିଶାଇୟ ଯାହା ଭବିଷ୍ଯଦ୍ବାଣୀ କରିଥିଲେ ତାହା ଯଥାର୍ଥ, ୟିଶାଇୟ ଲେଖିଥିଲେ,
ସମାନେେ ଶଷେ ରେ ନିଜ ନିଜ ଭିତ ରେ ତର୍କବିତର୍କ କରି ବିଦାୟ ନେଲେ। ସେତବେେଳେ ପାଉଲ ସମାନଙ୍କେୁ କହିଲେ, ପବିତ୍ର ଆତ୍ମା ଭାବବାଦୀ ୟିଶାୟଙ୍କ ଦ୍ବାରା ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ସତ୍ଯ କଥା କହିଥିଲେ। ସେ କହିଲେ,