Home Bibles ☰ Books ମାଥିଉଲିଖିତ ସୁସମାଚାର 16:10 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 16:10 · ଓଡ଼ିଆ ବାଇବେଲ

ସାତଟେି ରୋଟୀକୁ ଚାରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନକେ ଟୋକଇେ ରେ ଭର୍ତ୍ତି କରିଥିବା ବିଷୟ ରେ କହୁ ନଥିଲି?

Cross references

ମାଥିଉଲିଖିତ ସୁସମାଚାର 15:34

ଯୀଶୁ ପଚାରିଲେ, ତୁମ୍ଭ ପାଖ ରେ କେତେ ଖଣ୍ଡ ରୋଟୀ ଅଛି?

ମାର୍କଲିଖିତ ସୁସମାଚାର 8:5

ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭମାନଙ୍କ ପାଖ ରେ କେତେ ଖଣ୍ଡ ରୋଟୀ ଅଛି?

ମାର୍କଲିଖିତ ସୁସମାଚାର 8:17

ସମାନେେ କ'ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସମାନଙ୍କେୁ କହିଲେ, ରୋଟୀ ନାହିଁ ବୋଲି ତୁମ୍ଭମାନେେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭମାନେେ ଦେଖି ପାରୁନ କି ବୁଝି ପାରୁନ?

Interlinear

Choose Theme