ତା'ପରେ ସମାନେେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀ ରେ ବ୍ଯବହାର କରା ଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟ ରେ ଯୀଶୁ କହୁନଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସମାନଙ୍କେୁ କହୁଥିଲେ।
Cross references
ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭମାନେେ ଧର୍ମ ଶାସ୍ତ୍ରୀ ଓ ଫାରୂଶୀ ମାନଙ୍କଠାରୁ ଆଗଇେ ଯାଅ। ତା ନ ହେଲେ ତୁମ୍ଭେ ସ୍ବର୍ଗ ରାଜ୍ଯ ରେ ପ୍ରବେଶ କରିପାପିବ ନାହିଁ।
ପରମେଶ୍ବର କହିଛନ୍ତି: 'ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, କିନ୍ତୁ ଯେଉଁଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାୟିବା ଉଚିତ।'
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
ସାଦ୍ଦୁକୀମାନେ ବିଶ୍ବାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁତ୍ଥାନ ହୁଏ ନାହିଁ କି କୌଣସି ସ୍ବର୍ଗଦୂତ କିଅବା ଆତ୍ମା କହେି ନାହାଁନ୍ତି। କିନ୍ତୁ ଫାରୁଶୀମାନେ ଏ ଦୁଇଟି ବିଷୟକୁ ବିଶ୍ବାସ କରନ୍ତି।