ମାଥିଉଲିଖିତ ସୁସମାଚାର 17:13 · ଓଡ଼ିଆ ବାଇବେଲ
ତା'ପରେ ତାହାଙ୍କର ଶିଷ୍ଯମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟ ରେ ସମାନଙ୍କେୁ କହିଥିଲେ, ସେ ପ୍ରକୃତ ରେ ଏଲିୟ।
Cross references
ମାଥିଉଲିଖିତ ସୁସମାଚାର 11:14
ଯଦି ତୁମ୍ଭେ ସମାନଙ୍କେ ଭବିଷ୍ଯଦ୍ବାଣୀ ବିଶ୍ବାସ କରିବାକୁ ଇଚ୍ଛା କରୁଛ ତବେେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସମାନେେ ଭବିଷ୍ଯଦ୍ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ।