ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।
Cross references
ଜଣେ ଇଶ୍ରାୟେଲର ଲୋକ କହିଲା, ତୁମ୍ଭମାନେେ ସହେି ବ୍ଯକ୍ତିକକ୍ସ୍ଟ ଦେଖିଲକି ୟିଏ ଇଶ୍ରାୟେଲକକ୍ସ୍ଟ ଅବମାନନା କରିବାକୁ ଆସିଥିଲା? ଏହାକକ୍ସ୍ଟ ଯେଉଁଲୋକ ହତ୍ଯା କରିବ, ରାଜା ତାହାଙ୍କକ୍ସ୍ଟ ବହକ୍ସ୍ଟତ ଧନ ରେ ଧନବାନ କରିବେ ଓ ତାହାକକ୍ସ୍ଟ ଆପଣା କନ୍ଯା ଦବେେ। ଆଉ ଇଶ୍ରାୟେଲ ମଧିଅରେ ତା'ର ପିତୃ ଗୃହକକ୍ସ୍ଟ ନିଷ୍କର କରିବେ।
ଯୀଶୁ ଯୋହନଙ୍କୁ ଉତ୍ତର ଦେଲେ, ତାକୁ ମନା କରନାହିଁ। କାରଣ ଯେଉଁ ଲୋକ ତୁମ୍ଭ ବିପକ୍ଷ ରେ ନାହାଁନ୍ତି, ସହେିଁ ତୁମ୍ଭ ସପକ୍ଷର ଲୋକ।
ପରେ ମାଲିକ ସହେି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲଇେ ଦେଲେ। ତାହାଙ୍କ ଭଳି, ଅନ୍ଯଲୋକମାନଙ୍କ ସହିତ ବ୍ଯବସାୟ କରିବା ରେ ଏହି ସାଂସାରିକ ଲୋକମାନେ ଆଧ୍ଯାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।
ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।