Home Bibles ☰ Books ମାଥିଉଲିଖିତ ସୁସମାଚାର 17:27 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 17:27 · ଓଡ଼ିଆ ବାଇବେଲ

କିନ୍ତୁ ଏହି କର ଆଦାୟକାରୀଙ୍କୁ ଆମ୍ଭେ କୋର୍ଧିତ କରିବନାହିଁ। ତେଣୁ କର ଏହିଭଳି ଭାବରେ ଦଇଦେିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ। ତାର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଚ଼ାରିଟି ରେ ୗପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମାେପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦଇଦେିଅ।

Cross references

ଆଦି ପୁସ୍ତକ 1:28

ସେଥିପାଇଁ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କଲେ ଏବଂ କହିଲେ, ବହୁତ ସନ୍ତାନ ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀ ରେ ଶାସନ କର, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳ ରେ ଥିବା ମତ୍ସ୍ଯଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚ଼ର ପ୍ରାଣୀ ଗଣ ଉପରେ ଶାସନ କର।

ପ୍ରଥମ ରାଜାବଳୀ 17:4

ସହେି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।

ଗୀତସଂହିତା 8:8

ଆକାଶର ଉଡ଼ୁଥିବା ପକ୍ଷୀମାନେ ଓ ସମୁଦ୍ରର ମାଛମାନେ ମଧ୍ଯ ଅଛନ୍ତି।

ଯୂନସ 1:17

ଯେତବେେଳେ ୟୂନସ ସମୁଦ୍ର ରେ ପଡିଲା, ସେତବେେଳେ ସଦାପ୍ରଭୁ ଏକ ବିରାଟ ମାଛ ୟୂନସକୁ ଗିଲିବାକୁ ପଠାଇଲେ। ୟୂନସ ସହେି ମାଛ ଗର୍ଭ ରେ ତିନିଦିନ ଓ ତିନିରାତି ରହିଲା।

ଯୂନସ 2:10

ତା'ପ ରେ ସଦାପ୍ରଭୁ ସେ ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ୟୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡିଲା।

ମାଥିଉଲିଖିତ ସୁସମାଚାର 15:12

ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, ଏସବୁ କରିବା ଫଳ ରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?

ଯୋହନଲିଖିତ ସୁସମାଚାର 6:61

ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ଯମାନେ ଏ ବିଷୟ ରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, ଏ ଉପଦେଶ କ'ଣ ତୁମ୍ଭକୁ ଅସୁବିଧା ରେ ପକାଉଛି?

ରୋମୀୟଙ୍କ ପ୍ରତି ପତ୍ର 14:21

ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ବାରା, ପାପକର୍ମ କରିବାକୁ ବାଧ୍ଯ କରେ, ତା ହେଲେ ତୁମ୍ଭେ ମାଂସ ନଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।

ରୋମୀୟଙ୍କ ପ୍ରତି ପତ୍ର 15:1

ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:9

କିନ୍ତୁ ନିଜର ସ୍ବାଧୀନତା ବିଷୟ ରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ବାଧୀନତା, ଦୁର୍ବଳ ବିଶ୍ବାସୀମାନଙ୍କୁ ପାପରେ ନ ପକାଉ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:13

ଯଦି ମାରେ ମାଂସ ଖାଇବା ଦ୍ବାରା ମାେ ଭାଇ ପାପରେ ପଡ଼ିବ, ତା' ହେଲେ ମୁଁ ଭବିଷ୍ଯତ ରେ ଆଉ ମାଂସ ଖାଇବି ନାହିଁ। ଏପ୍ରକା ରେ ମୁଁ ମାେ ଭାଇର ବିଘ୍ନର କାରଣ ହବେି ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:19

ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:32

ଏଭଳି କୌଣସି କାମ କର ନାହିଁ, ଯାହା ଦ୍ବାରା ୟିହୁଦୀ ବା ଅଣୟିହୁଦୀ ଲୋକେ ବା ପରମେଶ୍ବରଙ୍କ ମଣ୍ଡଳୀ ବାଧା ପାଇବେ।

Interlinear

Interlinear data is unavailable for this verse.

Choose Theme