ସହେି ସମୟରେ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ କିଏ?
Cross references
ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।
ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।
ତା'ପରେ ଜବଦେୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସମାନଙ୍କେର ମାଆ ଯୀଶୁଙ୍କୁ ପ୍ରଣାମ କଲେ। ସେ ସମାନଙ୍କେ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।
ଯେଉଁ ଲୋକ ଚ଼ାକର ଭଳ ତୁମ୍ଭର ସବୋ କରିବ, ସେ ଲୋକ ତୁମ୍ଭମାନଙ୍କ ମଧିଅରେ ସବୁଠାରୁ ବଡ଼ ହବେ।
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୁମକୁ ଆସିଲେ। ସମାନେେ ଗୋଟିଏ ଘର ଭିତରକୁ ଗଲେ। ତାପରେ ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ଆଜି ରାସ୍ତା ରେ ଆସିବା ବେଳେ କେଉଁ ବିଷୟ ରେ ତୁମ୍ଭମାନେେ ୟୁକ୍ତିତର୍କ କରୁଥିଲ?
ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, େଛାଟ େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ପରମେଶ୍ବରଙ୍କ ରାଜ୍ଯ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ।
ଜବଦେିଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଚାହୁଁଛୁ।
ଥରେ ଯୀଶୁଙ୍କ ଶିଷ୍ଯମାନଙ୍କ ମଧିଅରେ ୟୁକ୍ତିତର୍କ ହେଲା ଯେ, ସମାନଙ୍କେ ଭିତ ରେ ସବୁଠାରୁ ଶ୍ ରେଷ୍ଠ କିଏ?
ସମାନଙ୍କେ ମଧିଅରେ ସବୁଠାରୁ କିଏ ଶ୍ ରେଷ୍ଠ ପ୍ ରରେିତମାନେ ସହେି ବିଷୟ ରେ ପରସ୍ପର ମଧିଅରେ ବାଦାନୁବାଦ କରିବାକୁ ଲାଗିଲେ।
ଭଲ କାର୍ୟ୍ଯ ରେ ଜଡିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ ରମେ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚ୍ଭାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।
ସ୍ବାର୍ଥପରତା ଓ ଗର୍ବ ହତେୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।