ଯଦି ସେ ଲୋକ ସମାନଙ୍କେ କଥା ମଧ୍ଯ ଶୁଣିବାକୁ ମନା କରିଦିଏ, ତବେେ ମଣ୍ଡଳୀଙ୍କୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନଶୁଣେ, ତବେେ ପରମେଶ୍ବରଙ୍କୁ ବିଶ୍ବାସ କରୁ ନଥିବା ଲୋକ କିମ୍ବା ଜଣେ କର ଆଦାୟକାରୀକୁ ଯଭେଳି ବ୍ଯବହାର କରାଯାଏ, ତାହାକୁ ସହେିଭଳି ବ୍ଯବହାର କର।
Cross references
ଏହିପରି ଭାବରେ ଗିଲିଯଦକକ୍ସ୍ଟ ଗଲେ। ଏହି ଏଗାରଜଣ ଲୋକ ରକ୍ସ୍ଟବନ୍େ, ଗାଦ ଓ ମନଃଶିର ଅର୍ଦ୍ଧବଂଶଙ୍କ ସହିତ କଥାବାର୍ତ୍ତା କରିବାକୁ ଗଲେ। ଏହି ଏଗାର ଜଣ ଲୋକ ସମାନଙ୍କେୁ କହିଲେ।
ବଳିତ୍ବରୁ ପୁନରାଗତ ଇଶ୍ରାୟେଲ ସନ୍ତାନଗଣ ଓ ଯେଉଁମାନେ ସମାନଙ୍କେର ପକ୍ଷ ହାଇେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ଅନ୍ବଷେଣ କରିବା ପାଇଁ ଦେଶନିବାସୀ ଅନ୍ୟ ଦେଶୀଯମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ୍ କରିଥିଲେ। ସମାନେେ ସମସ୍ତେ ନିସ୍ତାର ପର୍ବ ରେ ଭୋଜନ କଲେ।
ଏବଂ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ଯାହାର ନିଯମ ତୁମ୍ଭମାନେେ ଅନୁସରଣ କରି ନାହଁ ଓ ଯାହାର ଶାସନ ତୁମ୍ଭମାନେେ ମାନି ନାହଁ, କିନ୍ତୁ ତୁମ୍ଭ ଚତୁଃପାଶର୍ବ ରେ ଥିବା ଦେଶଗୁଡ଼ିକର ପ୍ରଥା ଅନୁସରଣ କରିଛ।
ଯେଉଁମାନେ ତୁମ୍ଭକୁ ପ୍ ରମେ କରୁଛନ୍ତି, ତୁମ୍ଭେ ଯଦି କବଳେ ସହେିମାନଙ୍କୁ ପ୍ ରମେ କରିବ ତବେେ ତୁମ୍ଭମାନେେ କୌଣସି ପୁରସ୍କାର ପାଇବନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ଯ ଏହା କରନ୍ତି?
ତୁମ୍ଭେ ପ୍ରାର୍ଥନା କଲା ବେଳେ ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନଙ୍କେ ଭଳି ନିରର୍ଥକ କଥା ବାରମ୍ବାର କୁହନାହିଁ। ସମାନେେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ବର ଶୁଣିବେ।
ତା'ପରେ ମନୁଷ୍ଯପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ' ଦେଖ, ଏ ଲୋକ ପଟେୁଆ ଓ ମଦୁଆ। ସେ ପାପୀ ଓ କର ଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।' କିନ୍ତୁ କାର୍ୟ୍ଯ ଦ୍ବାରା ଜ୍ଞାନ ସତ୍ଯ ବୋଲି ପ୍ରମାଣିତ ହାଇେଥାଏ।
ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?
ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନକେ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।
ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂର ରେ ଅଲଗା ଠିଆ ହାଇେଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବାଳେ କହିଲେ, ' ହେ ପରମେଶ୍ବର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହାଇନେଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଚୋରି, ଠକାମି, ବ୍ଯଭିଚାର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ।ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହାଇେଥିବାରୁ ତୁମ୍ଭ ପାଖ ରେ କୃତଜ୍ଞତା ଜଣାଉଛି।
ଯୀରୀହୋ ରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।
ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।
ପ୍ ରରେିତ ଓ ପ୍ରାଚ଼ୀନମାନେ ଏ ସମସ୍ଯା ଉପରେ ବିଚ଼ାର କରିବା ପାଇଁ ଏକତ୍ରୀତ ହେଲେ।