Home Bibles ମାଥିଉଲିଖିତ ସୁସମାଚାର 18:19 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 18:19 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତ ରେ ଯଦି ତୁମ୍ଭ ଭିତରୁ କହେି ଦୁଇଜଣ ଏକମତ ହାଇେ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କୁ କିଛି ମାଗିବେ, ତବେେ ସେ ତାହା ତୁମ୍ଭ ପାଇଁ ପୂରଣ କରି ଦବେେ।

Cross references

ମାଥିଉଲିଖିତ ସୁସମାଚାର 5:24

ତବେେ ତୁମ୍ଭର ନବୈେଦ୍ଯ ଦାନ ସହେିଠା ରେ ଛାଡି ଦଇେ ସହେି ଲୋକଟି ପାଖକୁ ଯାଅ ଏବଂ ତା ସହିତ ଶାନ୍ତି ସ୍ଥାପନ କିର, ତା'ପରେ ଆସି ତୁମ୍ଭର ନବୈେଦ୍ଯ ଦାନ ଅର୍ପଣ କର।

ମାଥିଉଲିଖିତ ସୁସମାଚାର 7:7

ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

ମାଥିଉଲିଖିତ ସୁସମାଚାର 21:22

ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।

ମାର୍କଲିଖିତ ସୁସମାଚାର 11:24

ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନେେ ପ୍ରାର୍ଥନା କଲା ବେଳେ ଯାହା ମାଗୁଛ, ବିଶ୍ବାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତବେେ ପ୍ରକୃତ ରେ ତାହା ତୁମ୍ଭେ ପାଇବ।

ଯୋହନଲିଖିତ ସୁସମାଚାର 14:13

ତୁମ୍ଭେ ମାେ ନାମ ରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ବାରା ପୁତ୍ରଙ୍କ ମାଧ୍ଯମ ରେ ପରମପିତାଙ୍କ ଗୌରବ ପ୍ରକାଶିତ ହବେ।

ଯୋହନଲିଖିତ ସୁସମାଚାର 15:7

ମାଠାେ ରେ ରୁହ ଓ ମାରେଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତବେେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆୟିବ।

ଯୋହନଲିଖିତ ସୁସମାଚାର 15:16

ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।

ଯୋହନଲିଖିତ ସୁସମାଚାର 16:23

ସହେିଦିନ ତୁମ୍ଭମାନେେ ମାେତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେ ନାମ ରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:14

ପ୍ ରରେିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ଯ ରେ ଏକମନ ହାଇେ ନିରନ୍ତର ପ୍ରାର୍ଥନା କରୁଥିଲେ। ସମାନଙ୍କେ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ଯ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:1

ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:24

ଯେତବେେଳେ ବିଶ୍ବାସୀମାନେ ସମସ୍ତେ ଏହା ଶୁଣିଲେ, ସମାନେେ ଏକ ମନ ରେ ମିଳିତ ଭାବେ ପ୍ରାର୍ଥନା କଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥି ରେ ଥିବା ସବୁ କିଛି ସୃଷ୍ଟି କରିଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:4

ତବେେ ଆମ୍ଭମାନେେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନା ରେ ଦଇପୋରିବୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:5

ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।

ଏଫିସୀୟଙ୍କ ପ୍ରତି ପତ୍ର 6:18

ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:19

ତୁମ୍ଭମାନେେ ମାେ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମା ମାେତେ ସାହାୟ୍ଯ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମାେ ପରିତ୍ରାଣର କାରଣ ହବେ।

ଯାକୁବଙ୍କ ପତ୍ 5:14

ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।

ଯୋହନଙ୍କ ପ୍ରଥମ ପତ୍ର 3:22

ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।

ଯୋହନଙ୍କ ପ୍ରଥମ ପତ୍ର 5:14

ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:4

ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀ ରେ ପ୍ରଭୁଙ୍କ ସମ୍ମୁଖ ରେ ଠିଆ ହାଇେଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୁଖା।

Interlinear

Choose Theme