Home Bibles ☰ Books ମାଥିଉଲିଖିତ ସୁସମାଚାର 18:2 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 18:2 · ଓଡ଼ିଆ ବାଇବେଲ

ଯୀଶୁ ଗୋଟିଏ େଛାଟ ପିଲାକୁ ପାଖକୁ ଡାକିଲେ। ସେ ପାଲାକୁ ଶିଷ୍ଯମାନଙ୍କ ଆଗ ରେ ଠିଆ କରାଇଲେ।

Cross references

ପ୍ରଥମ ରାଜାବଳୀ 3:7

ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମାରେ ପିତା ଦାଉଦଙ୍କ ପଦ ରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦଖାଇବୋ ପାଇଁ ଅନଭିଜ୍ଞ।

ଯିରିମିୟ 1:7

ମାତ୍ର ସଦାପ୍ରଭୁ ମାେତେ କହିଲେ, ଆମ୍ଭେ ଜଣେ ବାଳକ ବୋଲି, 'କୁହ ନାହିଁ।' କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ୟିବ। ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।

ମାଥିଉଲିଖିତ ସୁସମାଚାର 19:13

ତା'ପରେ ଲୋକମାନେ କେତକେ ପିଲାଙ୍କୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଯେପରି ଯୀଶୁ ସମାନଙ୍କେ ଉପରେ ଆପଣା ହାତ ରଖି ପାରିବେ ଓ ସମାନଙ୍କେ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ଧମକ ଦଇେ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।

ମାର୍କଲିଖିତ ସୁସମାଚାର 9:36

ତା'ପରେ ଯୀଶୁ ଗୋଟିଏ େଛାଟ ପିଲାକୁ ନଇେ ସମାନଙ୍କେ ଆଗ ରେ ଠିଆ କରାଇଲେ। ସହେି ପିଲାକୁ କୋଳ ରେ ନଇେ ସେ କହିଲେ,

Interlinear

Choose Theme