Home Bibles ☰ Books ମାଥିଉଲିଖିତ ସୁସମାଚାର 18:29 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 18:29 · ଓଡ଼ିଆ ବାଇବେଲ

ତା'ପରେ ଦ୍ବିତୀୟ ଚ଼ାକର ତା ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, 'ମାେ ପାଇଁ ର୍ଧୈୟ୍ଯ ଧର। ମୁଁ ଯାହା ନଇେଛି ସବୁତକ ଶୁଝି ଦବେି।'

Cross references

ମାଥିଉଲିଖିତ ସୁସମାଚାର 6:12

ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ, ସହେିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।

ମାଥିଉଲିଖିତ ସୁସମାଚାର 18:26

ଚ଼ାକରଟି ରାଜାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ିଲା। ସେ ପ୍ରାର୍ଥନା କଲା, 'ଆପଣ ମାେ ପାଇଁ ର୍ଧୈୟ୍ଯବାନ ହୁଅନ୍ତୁ। ମୁଁ ଆପଣଙ୍କର ସମସ୍ତ ଋଣ ପରି ଶାଧେ କରି ଦବେି।'

ଫିଲୀମୋନଙ୍କ ପ୍ରତି ପତ୍ର 1:18

ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।

Interlinear

Choose Theme