Home Bibles ☰ Books ମାଥିଉଲିଖିତ ସୁସମାଚାର 18:34 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 18:34 · ଓଡ଼ିଆ ବାଇବେଲ

ତାର ମାଲିକ ଖୁବ୍ ରାଗିଗଲେ। ଦଣ୍ଡ ଦବୋ ପାଇଁ ସେ ଚ଼ାକରକୁ କାରାଗାର ରେ ରଖିଲେ। ସମସ୍ତେ ଋଣ ପରିଶାଧେ କରା ନ ୟିବା ପର୍ୟ୍ଯନ୍ତ ଚ଼ାକରଟକୁ କାରାଗାର ରେ ରହିବାକୁ ହେଲା।

Cross references

ମାଥିଉଲିଖିତ ସୁସମାଚାର 5:25

ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ।

ମାଥିଉଲିଖିତ ସୁସମାଚାର 18:30

କିନ୍ତୁ ପ୍ରଥମ ଚ଼ାକର ର୍ଧୈୟ୍ଯ ଧରିବାକୁ ମନା କଲା। କବଳେ ଏତିକି ନୁହେଁ, ସେ ବିଚ଼ାରପତିଙ୍କ ନିକଟକୁ ଯାଇ ଦ୍ବିତୀୟ ଚ଼ାକର ବିରୁଦ୍ଧ ରେ ଅଭିଯୋଗ ମଧ୍ଯ କଲା। ଦ୍ବିତୀୟ ଚ଼ାକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶାଧେ ନ କରିବା ପର୍ୟ୍ଯନ୍ତ ତାକୁ କାରାଗାର ରେ ରହିବାକୁ ପଡ଼ିଲା।

ଲୂକଲିଖିତ ସୁସମାଚାର 12:58

ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଚାରାଳୟକୁ ଯାଉଛ, ତବେେ ରାସ୍ତା ରେ ତା ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା ନ ହେଲେ ସେ ତୁମ୍ଭକୁ ବିଚାରପତିଙ୍କ ଆଗକୁ ଟାଣିନବେ। ବିଚାରପତି ତୁମ୍ଭକୁ ଅଧିକରୀଙ୍କ ହାତ ରେ ଦଇେ ଦବେେ ଏହଂ ଅଧିକାରୀ ତୁମ୍ଭକୁ କାରାଗାର ରେ ବନ୍ଦୀ କରିବେ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:8

ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ।

ଯାକୁବଙ୍କ ପତ୍ 2:13

ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10

ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।

Interlinear

Choose Theme