ମାଥିଉଲିଖିତ ସୁସମାଚାର 19:1 · ଓଡ଼ିଆ ବାଇବେଲ
ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫରେି ୟର୍ଦ୍ଦନ ନଦୀର ଅପର ପାଶର୍ବ ରେ ଥିବା ୟିହୂଦା ଅଞ୍ଚଳ ରେ ପହନ୍ଚିଲେ।
Cross references
ମାଥିଉଲିଖିତ ସୁସମାଚାର 7:28
ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।
ମାଥିଉଲିଖିତ ସୁସମାଚାର 19:1
ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫରେି ୟର୍ଦ୍ଦନ ନଦୀର ଅପର ପାଶର୍ବ ରେ ଥିବା ୟିହୂଦା ଅଞ୍ଚଳ ରେ ପହନ୍ଚିଲେ।
ମାର୍କଲିଖିତ ସୁସମାଚାର 10:1
ତା'ପରେ ଯୀଶୁ ସେ ସ୍ଥାନ ଛାଡି ଦେଲେ। ସେ ୟିହୂଦା ଅଞ୍ଚଳ ଓ ୟର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖ ରେ ଜମା ହାଇଗେଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।
ଯୋହନଲିଖିତ ସୁସମାଚାର 10:40
ତା'ପରେ ଯୀଶୁ ୟର୍ଦ୍ଦନ ନଦୀର ଅପର ପାଶର୍ବ ରେ ପହନ୍ଚିଲେ। ଯୋହନ ପ୍ରଥମେ ଯେଉଁଠା ରେ ବାପ୍ତିସ୍ମ ଦେଉଥିଲେ, ସେ ସହେି ସ୍ଥାନକୁ ଆସିଲେ ଓ ସଠାେରେ ରହିଲେ।