Home Bibles ☰ Books ମାଥିଉଲିଖିତ ସୁସମାଚାର 19:21 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 19:21 · ଓଡ଼ିଆ ବାଇବେଲ

ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।

Cross references

ଆଦି ପୁସ୍ତକ 6:9

ଏହା ନୋହର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ବରଙ୍କୁ ଅନୁସରଣ କରୁଥିଲେ।

ଆଦି ପୁସ୍ତକ 17:1

ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।

ଆୟୁବ ପୁସ୍ତକ 1:1

ଊଷ୍ ଦେଶ ରେ ଆୟୁବ ନାମ ରେ ଜଣେ ବ୍ଯକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଥିଲା। ଆୟୁବ ପରମେଶ୍ବରଙ୍କ ଉପାସନା କରିବା ବ୍ଯତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦ କାର୍ୟ୍ଯରୁ ବିରତ ରହୁଥିଲା।

ଗୀତସଂହିତା 37:37

ସିଦ୍ଧ ଓ ଧାର୍ମିକ ଲୋକ ହୁଅ। ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସମାନଙ୍କେର ଅନକେ ବଂଶଧର ବଢ଼ି ଚାଲିବେ।

ମାଥିଉଲିଖିତ ସୁସମାଚାର 4:19

ଯୀଶୁ ସମାନଙ୍କେୁ କହିଲେ, ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।

ମାଥିଉଲିଖିତ ସୁସମାଚାର 5:19

ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।

ମାଥିଉଲିଖିତ ସୁସମାଚାର 5:48

ଏଣୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭମାନେେ ମଧ୍ଯ ସହେିପରି ସିଦ୍ଧ ହୁଅ।

ମାଥିଉଲିଖିତ ସୁସମାଚାର 6:19

ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।

ମାଥିଉଲିଖିତ ସୁସମାଚାର 8:22

କିନ୍ତୁ ଯୀଶୁ ତାହାକୁ କହିଲେ, ମାରେ ଅନୁସରଣ କର। ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।

ମାଥିଉଲିଖିତ ସୁସମାଚାର 9:9

ଯୀଶୁ ସଠାରୁେ ଯାଉଯାଉ ଦେଖିଲେ ଯେ କର ଆଦାୟ କନ୍େଦ୍ର ରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, ମାରେ ଅନୁସରଣ କର। ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।

ମାଥିଉଲିଖିତ ସୁସମାଚାର 16:24

ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଯଦି କହେି ଲୋକ ମାରେ ଅନୁସରଣ କରିବାକୁ ଇଚ୍ଛା କରୁଛି ତବେେ ସେ ନିଜ ବିଷୟ ରେ ଭୂଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କୃଶ ବହନ କରୁ। ତା'ପରେ ସେ ମାରେ ଅନୁସରଣ କରିବା ଉଚିତ।

ମାଥିଉଲିଖିତ ସୁସମାଚାର 19:28

ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ଯ ପୁତ୍ର ତାହାଙ୍କର ମହାନ ସିଂହାସନ ପାଖ ରେ ବସିବ ଓ ତୁମ୍ଭମାନେେ ମଧ୍ଯ ଯେଉଁମାନେ ମାେତେ ଅନୁସରଣ କରୁଛ, ସିଂହାସନ ପାଖ ରେ ବସିବ। ତୁମ୍ଭମାନେେ ବାରଟି ସିଂହାସନ ଉପରେ ବସିବ ଏବଂ ଇଶ୍ରାୟେଲର ବାରଟି ବଂଶର ଲୋକମାନଙ୍କର ବିଚ଼ାର କରିବ।

ମାର୍କଲିଖିତ ସୁସମାଚାର 2:14

ଯୀଶୁ ଯାଉଥିବା ସମୟରେ କର ଆଦାୟ ସ୍ଥାନ ରେ ବସି ଥିବା ଆଲଫିଙ୍କ ପୁଅ ଲବେୀଙ୍କୁ ଦେଖି ସେ କହିଲେ, ମାେତେ ଅନୁସରଣ କର। ତା'ପରେ ଲବେୀ ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।

Interlinear

Choose Theme