ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ଯ ପୁତ୍ର ତାହାଙ୍କର ମହାନ ସିଂହାସନ ପାଖ ରେ ବସିବ ଓ ତୁମ୍ଭମାନେେ ମଧ୍ଯ ଯେଉଁମାନେ ମାେତେ ଅନୁସରଣ କରୁଛ, ସିଂହାସନ ପାଖ ରେ ବସିବ। ତୁମ୍ଭମାନେେ ବାରଟି ସିଂହାସନ ଉପରେ ବସିବ ଏବଂ ଇଶ୍ରାୟେଲର ବାରଟି ବଂଶର ଲୋକମାନଙ୍କର ବିଚ଼ାର କରିବ।
Cross references
ଏହାପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠା ରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସହେିଠା ରେ ପାଣି ପାଖ ରେ ଛାଉଣୀ ସ୍ଥାପନ କଲେ।
ତେଣୁ ମାଶାେ ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ଲେଖିଲେ। ପ୍ରଭାତ ରେ ଉଠି ପର୍ବତ ତଳେ ଏକ ୟଜ୍ଞବଦେୀ ଓ ଇଶ୍ରାୟେଲର ଦ୍ବାଦଶ ବଂଶ ନିମନ୍ତେ ଦ୍ବାଦଶ ସ୍ତମ୍ଭ ନିର୍ମାଣ କଲେ।
ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।
ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।
ବର୍ତ୍ତମାନ ତୁମ୍ଭେ ବାରଜଣ ଲୋକଙ୍କକ୍ସ୍ଟ ବାଛ। ତୁମ୍ଭମାନେେ ଇଶ୍ରାୟେଲର ବାରଜଣ ପରିବାରରକ୍ସ୍ଟ ଜଣ ଜଣ କରି ବାରଜଣଙ୍କକ୍ସ୍ଟ ବାଛ।
ଏଲିଯ ବାର ଗୋଟି ପଥର ପାଇଲେ। ଏହି ବାରଟି ପଥର ବାରଟି ଗୋଷ୍ଠୀ ପାଇଁ ଉର୍ଦ୍ଦିଷ୍ଟ ଥିଲା। ଏହା ବାରଟି ଗୋଷ୍ଠୀ ଯାକୁବଙ୍କର ବାର ପୁତ୍ରମାନଙ୍କର ନାମ ଅନୁସାରେ ହେଲେ। ସଦାପ୍ରଭୁ ଯାକୁବଙ୍କୁ ଇଶ୍ରାୟେଲ ନାମ ଦଇେଥିଲେ।
ଛଅ ଗୋଟି ପାହାଚ ରେ ବାର ଗୋଟି ସିଂହଙ୍କର ପ୍ରତିମୂର୍ତ୍ତି ଥିଲା। ପ୍ରେତ୍ୟକକ ପାହାଚର ଶଷେ ରେ ଗୋଟିଏ ସିଂହ ଥିଲା। ଅନ୍ୟ କୌଣସି ରାଜ୍ଯ ରେ ଏ ପ୍ରକାର ସିଂହାସନ ନିର୍ମିତ ହାଇେ ନ ଥିଲା।
ପୁଣି ପରମେଶ୍ବରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସମାନେେ 100 ବୃଷ, 200 ଅଣ୍ତିରା ମଷେ, 400 ମଷେଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇଶ୍ରାୟେଲର ପାପାର୍ଥକ ବଳିଦାନ ନିମନ୍ତେ ଇଶ୍ରାୟେଲୀୟ ଗୋଷ୍ଠୀର ସଂଖ୍ଯା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।
କାରଣ ଦେଖ, ଆମ୍ଭେ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷଯସବୁ ବିସ୍ମୃତ ହବେ ଓ ସଗେୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।
କାରଣ ଆମ୍ଭେ ଯେଉଁ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖ ରେ ସ୍ଥାଯୀ ହବେ, ସହେିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାଯୀ ହବେ, ଏହା ସଦାପ୍ରଭୁ କୁହନ୍ତି।
ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।
ଯୀଶୁ ପଚ଼ାରିଲେ, ତୁମ୍ଭେ କ'ଣ ଚ଼ାହୁଁଛ?
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
ଅନକେ ବାଧାବିଘ୍ନ ଭିତର ଦଇେ ତୁମ୍ଭମାନେେ ମାେ ସହିତ ରହିଛ।
ପୁନର୍ବାର ସମସ୍ତ କାର୍ୟ୍ଯ ସୁସମ୍ପନ୍ନ ହବୋ ପର୍ୟ୍ଯନ୍ତ ଯୀଶୁଙ୍କୁ ସ୍ବର୍ଗ ରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟ ରେ ପରମେଶ୍ବର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ଯମ ରେ କହିଛନ୍ତି।
ତୁମ୍ଭମାନେେ ଅବଶ୍ଯ ଜାଣିଛ ଯେ ପରମେଶ୍ବରଙ୍କର ଲୋକମାନେ ଜଗତର ବିଚାର କରିବେ। ଅତଏବ, ଯଦି ତୁମ୍ଭମାନେେ ଜଗତର ବିଚାର କରିବ, ତା' ହେଲେ ଏହି ଭଳି େଛାଟ େଛାଟ କଥାଗୁଡ଼ିକର ବିଚାର କ'ଣ ତୁମ୍ଭମାନେେ କରିପାରିବ ନାହିଁ ?
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।
ଯଦି ଆମ୍ଭେ ଯାତନା ସହିବା, ତା' ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା' ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।
କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।
ଯେ ବିଜଯୀ ହୁଏ ଓ ଶଷେପର୍ୟ୍ଯନ୍ତ ମାେ ଇଚ୍ଛା ଅନୁଯାଯୀ କାର୍ୟ୍ଯ ରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦବେି।
ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।
ସହେି ସିଂହାସନର ଚାରିପାଖ ରେ ଆଉ ଚବିଶଟି ସିଂହାସନ ଥିଲା। ସହେି ଚବିଶଟି ସିଂହାସନ ରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସମାନେେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ।
ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।
ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।
ତା'ପରେ ମୁଁ ତିନୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସହେି ଲୋକମାନଙ୍କୁ ବିଚାର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହବୋ ଓ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କରିବା ହତେୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସହେି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସହେି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସମାନେେ ତାହାଙ୍କ କପାଳ ରେ ବା ହାତ ରେ ସହେି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସମାନେେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କଲେ।
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।
ସିଂହାସନ ଉପରେ ୟିଏ ବସିଥିଲେ, ସେ କହିଲେ, ମୁଁ ସମସ୍ତ ବିଷୟ ନୂତନ କରୁଅଛି। ତା'ପରେ ସେ କହିଲେ, ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ବାସ ଯୋଗ୍ଯ ଓ ସତ୍ଯ।
ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।
ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।