Home Bibles ମାଥିଉଲିଖିତ ସୁସମାଚାର 19:3 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 19:3 · ଓଡ଼ିଆ ବାଇବେଲ

କେତକେ ଫାରୂଶୀ ପରୀକ୍ଷା କରିବା ପାଇଁ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଜଣେ ପୁରୁଷ କୌଣସି କାରଣରୁ ତାର ସ୍ତ୍ରୀକୁ ଛାଡି ଦବୋ ନ୍ଯାୟସଙ୍ଗତ କି?

Cross references

ମଲାଖୀ 2:14

ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।

ମାଥିଉଲିଖିତ ସୁସମାଚାର 5:31

ଏକଥା ମଧ୍ଯ କୁହାୟାଇଛି ଯେ, ' ଯେଉଁ ଲୋକ ତାର ପତ୍ନୀକୁ ଛାଡପତ୍ର ଦିଏ, ସେ ତା ପତ୍ନୀକୁ ଛାଡପତ୍ର ପାଇଁ ଲିଖିତ ରୁପରେ ଗୋଟିଏ ସୂଚନା ଦବେ।'

ମାଥିଉଲିଖିତ ସୁସମାଚାର 16:1

ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସମାନେେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହୁଁଥିଲେ। ତେଣୁ ସମାନେେ ଯୀଶୁଙ୍କ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋକୁ କହିଲେ, କାରଣ ଯୀଶୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ ଫଳ ରେ ପ୍ରମାଣିତ ହାଇେ ପାରିବ ଯେ ସେ ପରମେଶ୍ବରଙ୍କ ପାଖରୁ ଆସିଛନ୍ତି।

ମାଥିଉଲିଖିତ ସୁସମାଚାର 22:16

ସମାନେେ କେତକେ ହରୋଦୀୟ ମାନଙ୍କ ସହିତ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯାଇ କହିଲେ, ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଅନ୍ୟମାନେ କଣ ଭାବୁଛନ୍ତି, ସେ ବିଷୟ ରେ ତୁମ୍ଭେ ଆଦୌ ଭୟ କରନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।

ମାଥିଉଲିଖିତ ସୁସମାଚାର 22:35

ଜଣେ ଫାରୂଶୀ ମାଶାଙ୍କେ ବ୍ଯବସ୍ଥା ବିଷୟ ରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷା ରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଚ଼ାରିଲା।

ମାର୍କଲିଖିତ ସୁସମାଚାର 10:2

କେତକେ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ଭୁଲ ଧରିବା ପାଇଁ ଚେଷ୍ଟାକଲେ। ସମାନେେ ଯୀଶୁଙ୍କୁୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଚାରିଲେ, ଜଣେ ପୁରୁଷ ତାର ସ୍ତ୍ରୀକୁ ଛାଡପତ୍ର ଦବୋ କ'ଣ ଆଇନ ସଙ୍ଗତ କାର୍ୟ୍ଯ?

ମାର୍କଲିଖିତ ସୁସମାଚାର 12:13

ପରେ ଯିହୂଦୀ ନେତାମାନେ କେତକେ ଫାରୂଶୀ ଓ େ ହରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯୀଶୁଙ୍କ ଭୁଲ ଧରି ଫାନ୍ଦ ରେ ପକାଇବାକୁ ଚାହୁଁଥିଲେ।

ମାର୍କଲିଖିତ ସୁସମାଚାର 12:15

ଯୀଶୁ ସମାନଙ୍କେ ଚାଲବାଜି ବୁଝିଗଲେ। ସେ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ ମାେତେ ଭଲ କଥା କହି କାହିଁକି ଫାନ୍ଦ ରେ ପକାଇବାକୁ ଚେଷ୍ଟା କରୁଛ? ମାେ ପାଖକୁ ରୂପା ଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।

ଲୂକଲିଖିତ ସୁସମାଚାର 11:53

ଯୀଶୁ ସେ ସ୍ଥାନ ଛାଡି ଚାଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନକେ କଷ୍ଟ ଦବୋ ଆରମ୍ଭ କରି ଦେଲେ। ସମାନେେ ଯୀଶୁଙ୍କୁ ଅନକେ ବିଷୟ ରେ ପ୍ରଶ୍ନମାନ ପଚାରି ତାହାଙ୍କଠାରୁ ଉତ୍ତର ଚାହୁଁଥିଲେ।

ଯୋହନଲିଖିତ ସୁସମାଚାର 8:6

ଯିହୂଦୀୟମାନେ ଯୀଶୁଙ୍କୁ ହଇରାଣ କରିବା ପାଇଁ ଏଭଳି ପ୍ରଶ୍ନ ପଚାରୁଥିଲେ। ସମାନେେ ଯୀଶୁଙ୍କର ଭୁଲ ଧରିବାକୁ ଚାହୁଁଥିଲେ। ତାହାହେଲେ ସମାନେେ ତାହାଙ୍କ ବିରୁଦ୍ଧ ରେ ଅଭିଯୋଗ ଆଣିପାରିବେ। କିନ୍ତୁ ଯୀଶୁ ଆଣ୍ଠଇେ ଆଙ୍ଗୁଳି ସାହାୟ୍ଯ ରେ ଭୂମି ଉପରେ କିଛି ଲେଖିବା ରେ ଲାଗିଲେ।

ଏବ୍ରୀ 3:9

ଗ୍ଭଳିଷ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମାରେ କାର୍ୟ୍ଯ ଗୁଡ଼ିକ ଦେଖିଲେ। ତଥାପି ସମାନେେ ମାେ ର୍ଧୈୟ୍ଯର ପରୀକ୍ଷା ନେଲେ।

Interlinear

Choose Theme