Home Bibles ☰ Books ମାଥିଉଲିଖିତ ସୁସମାଚାର 19:30 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 19:30 · ଓଡ଼ିଆ ବାଇବେଲ

କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନ ରେ ଅଛନ୍ତି, ଭବିଷ୍ଯତ ରେ ସମାନଙ୍କେ ଭିତରୁ ବହୁତ ଲୋକ ଶଷେ ସ୍ଥାନ ରେ ରହିଯିବେ। ଏବଂ ଏବେ ଶଷେ ସ୍ଥାନ ରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ଯତ ରେ ପ୍ରଥମସ୍ଥାନ ଲାଭ କରିବେ।

Cross references

ମାଥିଉଲିଖିତ ସୁସମାଚାର 8:11

ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।

ମାଥିଉଲିଖିତ ସୁସମାଚାର 20:16

ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶଷେ ରେ ଅଛନ୍ତି, ଭବିଷ୍ଯତ ରେ ସମାନେେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନ ରେ ଅଛନ୍ତି, ସମାନେେ ଭବିଷ୍ଯତ ରେ ଶଷେ ସ୍ଥାନ ପାଇବେ।

ମାଥିଉଲିଖିତ ସୁସମାଚାର 21:31

ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?

ମାର୍କଲିଖିତ ସୁସମାଚାର 10:31

ବର୍ତ୍ତମାନ ଯେଉଁ ଲୋକମାନେ ପ୍ରଥମ ସ୍ଥାନ ରେ ଅଛନ୍ତି, ସମାନେେ ଭବିଷ୍ଯତ ରେ ଶଷେ ସ୍ଥାନକୁ ଚାଲିଯିବେ, ଏବଂ ବର୍ତ୍ତମାନ ଯେଉଁମାନେ ଶଷେ ସ୍ଥାନ ରେ ଅଛନ୍ତି, ସମାନେେ ଭବିଷ୍ଯତ ରେ ପ୍ରଥମ ସ୍ଥାନକୁ ଚାଲିଯିବେ।

ଲୂକଲିଖିତ ସୁସମାଚାର 7:29

ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ବୀକାର କଲେ ଯେ, ପରମେଶ୍ବରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କର ଆଦାୟକାରୀମାନେ ମଧ୍ଯ ଏଥି ରେ ଏକମତ ହାଇଗେଲେ। ସମାନେେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ବାରା ବାପ୍ତିଜିତ ହାଇେଥିଲେ,

ଲୂକଲିଖିତ ସୁସମାଚାର 13:30

କେତକେ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ୟ୍ଯଦା ସବୁଠାରୁ ନିମ୍ନ ରେ ଅଛି, ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶଷେ ରେ ଥିବା କେତକେ ଲୋକ ପ୍ରଥମ ହବେେ ଓ ପ୍ରଥମ ରେ ଥିବା କେତକେ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ସବୁଠାରୁ ଶଷେ ରେ ରହିବେ।'

ଲୂକଲିଖିତ ସୁସମାଚାର 18:13

କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।

ରୋମୀୟଙ୍କ ପ୍ରତି ପତ୍ର 5:20

ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।

ରୋମୀୟଙ୍କ ପ୍ରତି ପତ୍ର 9:30

ତା' ହେଲେ ଏସବୁର ଅର୍ଥ କ'ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ବରଙ୍କ ପାଇଁ ଧାର୍ମିକ ହବୋ ପାଇଁ ଯତ୍ନ ଶୀଳ ନୁହଁନ୍ତି। କିନ୍ତୁ ସମାନେେ ପରମେଶ୍ବରଙ୍କ ଦ୍ବାରା ନିଜ ବିଶ୍ବାସ ହତେୁ ଧାର୍ମିକ ହେଲେ।

ଗାଲାତୀୟଙ୍କ ପ୍ରତି ପତ୍ର 5:7

ମ୍ଭମାନେେ ପ୍ରତିୟୋଗିତା ରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତବେେ ତୁମ୍ଭମାନଙ୍କୁ ସତ୍ଯପଥ ଅନୁସରଣ କରିବା ରେ ବାଧା ଦଲୋ ?

ଏବ୍ରୀ 4:1

ପରମେଶ୍ବରଙ୍କ ବିଶ୍ରାମସ୍ଥଳ ରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍।

Interlinear

Choose Theme