Home Bibles ମାଥିଉଲିଖିତ ସୁସମାଚାର 2:7 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 2:7 · ଓଡ଼ିଆ ବାଇବେଲ

ତା'ପରେ େ ହରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସମାନେେ କେତବେେଳେ ପ୍ରଥମେ ସହେି ତାରା ଦେଖିଥିଲେ, ତାହାର ସଠିକ୍ ସମୟ େ ହରୋଦ ପଣ୍ଡିତମାନଙ୍କଠାରୁ ବୁଝି ନେଲେ।

Cross references

ଯାତ୍ରା ପୁସ୍ତକ 1:10

ସମାନେେ ଯେପରି ବର୍ଦ୍ଧିତ ନହୁଅନ୍ତି ସେଥିପାଇଁ ଆମ୍ଭକୁ ଯୋଜନା କରିବାକୁ ପଡିବ। ଯଦି ୟୁଦ୍ଧ ହୁଏ, ଇଶ୍ରାୟେଲୀମାନେ ଆମ୍ଭର ଶତୃ ପକ୍ଷ ରେ ଯୋଗଦଇେ ପାରନ୍ତି। ତା'ପରେ ସମାନେେ ଆମ୍ଭକୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରିପାରନ୍ତି।

ପ୍ରଥମ ଶାମୁୟେଲ 18:21

ଶାଉଲ ଭାବିଲେ, ମୁ ମୀଖଲ ମାଧ୍ଯମ ରେ ଦାଉଦକକ୍ସ୍ଟ ଫାସ ରେ ପକାଇ ଦବେି। ମୁ ମୀଖଲକକ୍ସ୍ଟ ଦାଉଦଙ୍କ ସହିତ ବିବାହ ଦବେି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦବେେ। ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଦ୍ବିତୀୟ ଥର ପାଇଁ କହିଲେ, ତୁମ୍ଭେ ଆଜି ମାରେ କନ୍ଯାକକ୍ସ୍ଟ ବିବାହ କରିପାର।

ଗୀତସଂହିତା 10:9

ସହେି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ୟାଆନ୍ତି ସମାନେେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସହେି ନିରୀହ ଲୋକମାନେ ସହଜରେ ସହେି ଦୁଷ୍ଟମାନଙ୍କ ଦ୍ବାରା ବସାୟାଇଥିବା ୟନ୍ତାରେ ପଡ଼ି ୟାଆନ୍ତି।

ଗୀତସଂହିତା 55:21

ମାରେ ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଂଗ କରେ। ତା'ର କଥାଗୁଡ଼ିକ ଲବଣୀ ତୁଲ୍ଯ ଚିକ୍କଣ। କିନ୍ତୁ ତା ହୃଦଯରେ ଘୃଣା ଅଛି। ତା'ର କଥାଗୁଡ଼ିକ ତଲେ ସଦୃଶ ଦିଛିଳ, କିନ୍ତୁ ସଗେୁଡ଼ିକ ଧାରୁଆ ଖଡ୍ଗ ତୁଲ୍ଯ କାଟନ୍ତି।

ଗୀତସଂହିତା 64:4

ହଠାତ୍ ଭାବରେ ସମାନଙ୍କେର ଲୁଚିବା ସ୍ଥାନରୁ ସମାନେେ ସମାନଙ୍କେର ତୀରଗୁଡ଼ିକ ଉତ୍ତମ ନିଷ୍ଠାପର ଲୋକମାନଙ୍କ ଉପରକୁ ବିନା ଭୟରେ ନିକ୍ଷପେ କରନ୍ତି।

ଗୀତସଂହିତା 83:3

ସମାନେେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି। ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିଯ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।

ଯିଶାଇୟ 7:5

ଅରାମ, ଇଫ୍ରଯିମ ଏବଂ ରମଲୀଯଙ୍କର ପୁତ୍ର ଏକତ୍ରସହାଇ ତୁମ୍ଭ ବିରୁଦ୍ଧସର ଷଡୟନ୍ତ୍ର କରୁଛନ୍ତି।ସସମାଲନ କହିଲଲ,

ଯିହିଜିକଲ 38:10

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।

ମାଥିଉଲିଖିତ ସୁସମାଚାର 26:3

ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:1

ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:15

ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସହେି ନାରୀର ପଛପଟରୁ ଜଳ ଛାଡ଼ିଲା ୟଦ୍ଦ୍ବାରା ସେ ଜଳ ସୋର୍ତ ଦ୍ବାରା ତାହାକୁ ଭସାଇ ନଇେପାରିବ।

Interlinear

Choose Theme