Home Bibles ମାଥିଉଲିଖିତ ସୁସମାଚାର 20:10 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 20:10 · ଓଡ଼ିଆ ବାଇବେଲ

ଯେତବେେଳେ ଆଗ ଆସିଥିବା ଶ୍ରମାକମାନେ ଆସିଲେ, ସମାନେେ ଭାବିଥିଲେ ଯେ ସମାନଙ୍କେୁ କିଛି ଅଧିକ ମିଳିବ। କିନ୍ତୁ ସମାନେେ ମଧ୍ଯ ପ୍ରେତ୍ୟକକ ଗୋଟିଏ କରି ରେ ୗପ୍ୟମୁଦ୍ରା ପାଇଲେ।

Cross references

ମାଥିଉଲିଖିତ ସୁସମାଚାର 19:27

ତାପରେ ପିତର କହିଲେ, ଆମ୍ଭର ଯାହା କିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦଇେଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା ହେଲେ ଆମ୍ଭେ କ'ଣ ପାଇବୁ?

Interlinear

Choose Theme