Home Bibles ☰ Books ମାଥିଉଲିଖିତ ସୁସମାଚାର 20:18 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 20:18 · ଓଡ଼ିଆ ବାଇବେଲ

ଶୁଣ, ଆମ୍ଭମାନେେ ୟିରୁଶାଲମକୁ ଯାଉଛୁ। ମନୁଷ୍ଯପୁତ୍ରଙ୍କୁ ସଠାେରେ ପ୍ରଧାନ ଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତ ରେ ଦଇେ ଦିଆୟିବ। ସମାନେେ ତାହାଙ୍କୁ ମୃତ୍ଯୁଦଣ୍ଡ ଦବୋକୁ କହିବେ।

Cross references

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 22:1

ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ ?

ଗୀତସଂହିତା 69:1

ହେ ପରମେଶ୍ବର, ମାେତେ ମାରେ ସମସ୍ତ ବିପଦରୁ ବଞ୍ଚାଅ। ମାରେ ପ୍ରାଣ ପର୍ୟ୍ଯନ୍ତ ଜଳରାଶି ମାଡ଼ି ୟାଇଛି।

ଯିଶାଇୟ 53:1

ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ବାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହାଇେଅଛି ?

ଦାନିଏଲ 9:24

ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

ମାଥିଉଲିଖିତ ସୁସମାଚାର 16:21

ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ୟିରୂଶାଲମକୁ ଯିବେ। ସଠାେରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ବାରା ସେ ଅନକେ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ଯୁରୁ ତୃତୀୟ ଦିନ ପୁନର୍ଜୀବିତ ହବେେ।

ମାଥିଉଲିଖିତ ସୁସମାଚାର 17:22

ତା'ପରେ ଗାଲୀଲୀ ରେ ଶିଷ୍ଯମାନେ ଏକାଠି ହବୋପରେ ଯୀଶୁ ସମାନଙ୍କେୁ କହିଲେ, ମନୁଷ୍ଯପୁତ୍ରଙ୍କୁ ମନୁଷ୍ଯମାନେ ହିଁ ଧରିନବେେ।

ମାଥିଉଲିଖିତ ସୁସମାଚାର 26:2

ଦୁଇଦିନ ପରେ ନିସ୍ତାରପର୍ବ ହବୋ କଥା ତୁମ୍ଭେ ଜାଣ। ସହେି ଦିନ କୃଶ ରେ ଚ଼ଢ଼ାଇ ମନୁଷ୍ଯପୁତ୍ରଙ୍କୁ ମାରି ଦବୋ ପାଇଁ ତାହାଙ୍କ ଶତୃମାନଙ୍କ ହାତ ରେ ଦଇେ ଦିଆୟିବ।

ମାଥିଉଲିଖିତ ସୁସମାଚାର 27:1

ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।

ମାର୍କଲିଖିତ ସୁସମାଚାର 14:64

ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯାହା ସବୁ କହିଗଲେ, ତୁମ୍ଭମାନେେ ସମସ୍ତେ ଶୁଣିଲ। ଏବେ ତୁମ୍ଭମାନେେ କ'ଣ ଭାବୁଛ?

ଲୂକଲିଖିତ ସୁସମାଚାର 22:71

ସମାନେେ କହିଲେ, ତବେେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ'ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁହଁରୁ ଏହା ଶୁଣିଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:23

ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।

Interlinear

Choose Theme