ଯୀଶୁ ସବୁ ଶିଷ୍ଯଙ୍କୁ ଏକାଠି ଡ଼ାକି କହିଲେ, ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସମାନଙ୍କେ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ଯ ଜାଣ ଯେ, ସମାନଙ୍କେର ମହତ୍ତ୍ବପୂର୍ଣ୍ଣ ନେତାମାନେ ସମାନଙ୍କର କତ୍ତୃର୍ତ୍ବ ସମାନଙ୍କେ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି।
Cross references
ଏହି କାରଣରୁ ରାଜା କ୍ରୋଧିତ ଓ କୋପାନ୍ବିତ ହାଇେ ବାବିଲର ସକଳ ବିଦ୍ବାନ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲେ।
ହେ ମହାରାଜ, ଆପଣ ଜଣେ ମହାନ୍ ରାଜା। ସ୍ବର୍ଗସ୍ଥ ପରମେଶ୍ବର ଆପଣଙ୍କୁ ରାଜ୍ଯ, ପରାକ୍ରମ, କ୍ଷମତା ଓ ମହିମା ଦଇେଅଛନ୍ତି।
ସହେି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦଶାେଧ୍ଯକ୍ଷ ବିଗ୍ଭରକର୍ତ୍ତା, କୋଷଧ୍ଯକ୍ଷ, ବ୍ଯବସ୍ଥାପକ, ବବେର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ ରରଣେ କଲା।
ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।
ଏଥି ରେ ନବୂଖଦ୍ନିତ୍ସର ଅତ୍ଯନ୍ତ କୋର୍ଧାନ୍ବିତ ହେଲା। ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳ ରେ ତା'ର ମୁଖ ବିକଟାକାର ହେଲା। ତେଣୁ ସେ ଅଗ୍ନିକୁଣ୍ତକୁ ସାଧାରଣ ଉତ୍ତାପଠାରୁ ସାତଗୁଣ ଉତ୍ତପ୍ତ କରିବାକୁ ଆଜ୍ଞା ଦଲୋ।
ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।
ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତ ରେ ଗୋଟିଏ େଛାଟ ପିଲାଭଳି ହାଇଯୋଅ। ଏକଥା ନକଲେ ତୁମ୍ଭେ ସ୍ବର୍ଗରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।
ଯୀଶୁ ସବୁ ଶିଷ୍ଯଙ୍କୁ ଏକାଠି ଡ଼ାକି କହିଲେ, ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସମାନଙ୍କେ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ଯ ଜାଣ ଯେ, ସମାନଙ୍କେର ମହତ୍ତ୍ବପୂର୍ଣ୍ଣ ନେତାମାନେ ସମାନଙ୍କର କତ୍ତୃର୍ତ୍ବ ସମାନଙ୍କେ ଉପରେ ବ୍ଯବହାର କରିବାକୁ ଭଲ ପାଆନ୍ତି।
ଯୀଶୁ ସମସ୍ତ ପ୍ ରରେିତମାନଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ କହିଲେ, ଅଣଯିହୂଦୀମାନଙ୍କ ଭିତ ରେ ଅନକେ ଲୋକ ଅଛନ୍ତି, ଯେଉଁମାନଙ୍କୁ ସମାନେେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ବ ଦଖାଇବୋକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ବପୂର୍ଣ୍ଣ ନେତାମାନେ ମଧ୍ଯ ଲୋକଙ୍କ ଉପରେ ତାହାଙ୍କର ଅଧିକର ସାବ୍ଯସ୍ତ କରିବାକୁ ଭଲ ପାଆନ୍ତି।
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଏହି ସଂସାରର ଦେଶଗୁଡିକର ରାଜାମାନେ ସମାନଙ୍କେ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସମାନେେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ଯାତ ହୁଅନ୍ତି।
ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?