Home Bibles ☰ Books ମାଥିଉଲିଖିତ ସୁସମାଚାର 20:27 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 20:27 · ଓଡ଼ିଆ ବାଇବେଲ

ଯଦି ତୁମ୍ଭ ଭିତରୁ କହେି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତବେେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସବୋ କରିବାକୁ ହବେ।

Cross references

ମାଥିଉଲିଖିତ ସୁସମାଚାର 18:4

ଯେଉଁ ଲୋକ ନିଜକୁ ଗୋଟିଏ େଛାଟ ପିଲା ଭଳି ନମ୍ର କରିଥାଏ, ସହେି ଲୋକ ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ।

ମାର୍କଲିଖିତ ସୁସମାଚାର 9:33

ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୁମକୁ ଆସିଲେ। ସମାନେେ ଗୋଟିଏ ଘର ଭିତରକୁ ଗଲେ। ତାପରେ ଯୀଶୁ ଶିଷ୍ଯମାନଙ୍କୁ ପଚାରିଲେ, ଆଜି ରାସ୍ତା ରେ ଆସିବା ବେଳେ କେଉଁ ବିଷୟ ରେ ତୁମ୍ଭମାନେେ ୟୁକ୍ତିତର୍କ କରୁଥିଲ?

ଲୂକଲିଖିତ ସୁସମାଚାର 22:26

କିନ୍ତୁ ତୁମ୍ଭମାନେେ ସମାନଙ୍କେ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧିଅରେ ଯେଉଁ ଲୋକ ସବୁଠାରୁ ବଡ, ସେ ସବୁଠାରୁ େଛାଟ ହବୋ ଉଚିତ୍। ନେତା ସବେକ ଭଳି ହବୋ ଉଚିତ୍।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:34

ତୁମ୍ଭମାନେେ ଜାଣିଛ ଯେ, ମୁଁ ନିଜେ ମାରେ ଓ ମାେ ସହିତ ରହିଥିବା ଲୋକମାନଙ୍କର ଆବଶ୍ଯକତା ପୂରଣ କରିବା ପାଇଁ ନିଜ ହାତ ରେ କାର୍ୟ୍ଯ କରିଛି।

ରୋମୀୟଙ୍କ ପ୍ରତି ପତ୍ର 1:14

ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସବୋ କରିବାକୁ ଉଚିତ ମନେ କରେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:19

ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:5

ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:5

ମୁଁ ଭାବୁ ନାହିଁ ଯେ, ସହେି ମହାନ ପ୍ ରରେିତମାନେ ମାେ ଠାରୁ କୌଣସି ଗୁଣ ରେ ଅଧିକ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:23

ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:15

ଏଣୁ ମାେ ପାଖ ରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦବେି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ଯ ଦଇେ ଦବେି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା' ହେଲେ ତୁମ୍ଭମାନେେ କ'ଣ ମାେତେ ସ୍ନହେ ରେ ଊଣା କରିବ ?

Interlinear

Choose Theme