ମାଥିଉଲିଖିତ ସୁସମାଚାର 20:32 · ଓଡ଼ିଆ ବାଇବେଲ
ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କ'ଣ କରିବି ବୋଲି ତୁମ୍ଭେ ଚାହୁଁଛ?
Cross references
ଯିହିଜିକଲ 36:37
ସଦାପ୍ରଭୁ, ମାରେ ପ୍ରଭୁ ଏ କଥା କହନ୍ତି, ପୁଣି ଥରେ ମୁଁ ଇଶ୍ରାୟେଲ ବଂଶର ପ୍ରାର୍ଥନା ଶୁଣିବି। ମୁଁ ସମାନଙ୍କେୁ ଦ୍ବିଗୁଣିତ କରିବି, ଯାହା ଫଳ ରେ ସମାନେେ ପଲ ରେ ଥିବା ମଷେ ସଂଖ୍ଯକ ହବେେ।
ମାଥିଉଲିଖିତ ସୁସମାଚାର 20:21
ଯୀଶୁ ପଚ଼ାରିଲେ, ତୁମ୍ଭେ କ'ଣ ଚ଼ାହୁଁଛ?
ରେରିତମାନଙ୍କ କାର୍ଯ୍ୟର ବିବରଣ 10:29
ତେଣୁ ମୁଁ ନିମନ୍ତ୍ରଣ ପାଇ ବିନା ଆପତ୍ତି ରେ ଏଠାକୁ ଚାଲିଆସିଲି। ମାେତେ ବର୍ତ୍ତମାନ କୁହ, ତୁମ୍ଭମାନେେ ମାେତେ କାହିଁକି ଡ଼କଇେଥିଲ?
ଫିଲିପ୍ପୀୟଙ୍କ ପ୍ରତି ପତ୍ର 4:6
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।