ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'
Cross references
ସମାରଏହି ଦ୍ରାକ୍ଷାକ୍ଷଲତ ପାଇଁ ମୁଁ ଅଧିକ କ'ଣ କରି ପାରିଥାନ୍ତି? ଯାହା କରିବା କଥା ମୁଁ ସବୁ କରିଥିଲି। ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବସବାଲି ଆଶା କରିଥିଲି, ମାତ୍ରସସଥିସର ବନ୍ଯ ଦ୍ରାକ୍ଷାଫଳ ଫଳିଲା। ଏହା କାହିଁକି ଘଟିଲା?
ମୁଁ ତାଙ୍କ ଉପରକୁ ବିପର୍ୟ୍ଯଯ ଆଣିବାର ଯୋଜନା ଶୁଣିଲା ପ ରେ ଏହା ଏପରି ହାଇପୋ ରେ, ସମାନେେ ଭୁଲ ରାସ୍ତାରୁ ଫରେି ପାରନ୍ତି ଏବଂ ତା'ପ ରେ ମୁଁ ସମାନଙ୍କେୁ କ୍ଷମା କରି ଦବେି।
ଆମ୍ଭେ କହିଲୁ, ତୁମ୍ଭେ ନିଶ୍ଚଯ ଆମ୍ଭକୁ ଭୟ କରିବ ଏବଂ ଆମ୍ଭ ନିଯମ ଶିଖିବ। ତୁମ୍ଭେ ଯଦି ଏହା କରିବ, ତବେେ ତୁମ୍ଭର ଘର କବେେ ବିନଷ୍ଟ ହବେନାହିଁ। ତୁମ୍ଭେ ଯଦି ଏହା କରିବ, ତବେେ ଆମ୍ଭର ଯୋଜନା ଅନୁସାରେ ଆମ୍ଭେ ତୁମ୍ଭକୁ ଦଣ୍ତ ଦବୋ ନାହିଁ। କିନ୍ତୁ ସହେି ମନ୍ଦ ଲୋକମାନେ ଶୀଘ୍ର ଉଠି ତାଙ୍କର ଦୁଷ୍ଟକର୍ମ କଲେ।
ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।
ଲୋକଟି ପାଖ ରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସହେି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶଷେ ବ୍ଯକ୍ତି ଥିଲା। ସେ କହିଲା, 'କୃଷକମାନେ ମାରେ ପୁଅକୁ ନିଶ୍ଚୟ ସମ୍ମାନ ଦବେେ।'
ଜମିମାଲିକ କହିଲା, 'ଏବେ ମୁଁ କ'ଣ କରିବି? ମୁଁ ମାେ ପୁଅକୁ ପଠାଇବି। ମୁଁ ମାେ ପୁଅକୁ ଅତ୍ଯଧିକ ଭଲ ପାଏ। ହୁଏତ ମାେ ପୁଅକୁ କୃଷକମାନେ ସମ୍ମାନ ଦଇପୋରନ୍ତି।'
ପରମେଶ୍ବରଙ୍କୁ କୌଣସି ଲୋକ କବେେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ବର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ବର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦଖାଇେ ଦଇେଛନ୍ତି।
ତେଣୁ ମୁଁ ଲୋକମାନଙ୍କୁ ଏହା କ ହେ: ' ସେ (ଯୀଶୁ) ପରମେଶ୍ବରଙ୍କର ପୁତ୍ର।'
ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।
ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।
ଅତୀତ ରେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ଯଦ୍ ବକ୍ତାମାନଙ୍କ ମାଧ୍ଯମ ରେ କଥା କହିଥିଲେ।