Home Bibles ମାଥିଉଲିଖିତ ସୁସମାଚାର 21:39 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 21:39 · ଓଡ଼ିଆ ବାଇବେଲ

କୃଷକମାନେ ପୁଅକୁ ଧରି ନଇେ ଦ୍ରାକ୍ଷା ବଗିଚ଼ା ବାହାରକୁ ଫିଙ୍ଗି ମାରି ଦେଲେ।

Cross references

ମାଥିଉଲିଖିତ ସୁସମାଚାର 26:50

ଯୀଶୁ କହିଲେ, ବନ୍ଧୁ ତୁମ୍ଭେ ଯେଉଁ କାମ ରେ ଆସିଛ, ତାହା କର!

ମାଥିଉଲିଖିତ ସୁସମାଚାର 26:57

ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନଇେଥିଲେ, ସମାନେେ ତାହାଙ୍କୁ ମହାୟାଜକ କଫାଯାଙ୍କ ଘରକୁ ନଇଗେଲେ। ସଠାେରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହାଇେଥିଲେ।

ମାର୍କଲିଖିତ ସୁସମାଚାର 14:46

ଏହି ସମୟରେ ଲୋକମାନେ ଯୀଶୁଙ୍କୁ ଧରି ବନ୍ଦୀ କରି ନେଲେ।

ଲୂକଲିଖିତ ସୁସମାଚାର 22:52

ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥି ରେ ପ୍ରଧାନ ଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ଯମାନେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?

ଯୋହନଲିଖିତ ସୁସମାଚାର 18:12

ତା'ପରେ ସୈନ୍ଯମାନେ ଓ ସମାନଙ୍କେ ସନୋପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।

ଯୋହନଲିଖିତ ସୁସମାଚାର 18:24

ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହାଇେଥିବା ଅବସ୍ଥା ରେ ମହାୟାଜକ କଯାଫାଙ୍କ ନିକଟକୁ ପଠାଇ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:23

ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:14

ତୁମ୍ଭମାନେେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ବୀକାର କଲ ଓ ଜଣେ ହତ୍ଯାକାରୀକୁ ତାହାଙ୍କ ବଦଳ ରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦବୋ ପାଇଁ ଚାହିଁଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:10

ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:25

ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,

ରେରିତମାନଙ୍କ କାର୍ଯ୍ୟର ବିବରଣ 5:30

ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:52

ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।

ଏବ୍ରୀ 13:11

ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।

ଯାକୁବଙ୍କ ପତ୍ 5:6

ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦଖାଇେଲ ନାହିଁ। ସମାନେେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ଯ, ତୁମ୍ଭେ ସମାନଙ୍କେୁ ହତ୍ଯା କରିଛ।

Interlinear

Choose Theme