Home Bibles ମାଥିଉଲିଖିତ ସୁସମାଚାର 22:11 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 22:11 · ଓଡ଼ିଆ ବାଇବେଲ

ରାଜା ଅତିଥିମାନଙ୍କୁ ଦେଖିବାକୁ ଭିତରକୁ ଆସିଲେ। ସେ ସଠାେରେ ଗୋଟିଏ ଲୋକକୁ ବିବାହ ପୋଷାକ ନ ପିନ୍ଧି ଆସିଥିବାର ଦେଖିଲେ।

Cross references

ଦିତୀୟ ରାଜାବଳୀ 10:22

ଯହେୂ ବସ୍ତ୍ରାଗାର ରେ ଅଧ୍ଯକ୍ଷକୁ ଆଦେଶ ଦେଲେ, ସମସ୍ତ ବାଲ୍ ପୂଜକଙ୍କ ପାଇଁ ବସ୍ତ୍ର ବାହାର କରି ଦିଅ। ତେଣୁ ସେ ବସ୍ତ୍ର ବାହାର କରି ଆଣିଲା।

ଗୀତସଂହିତା 45:13

ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।

ଯିଶାଇୟ 52:1

ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।

ଯିଶାଇୟ 61:3

ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'

ଯିଶାଇୟ 64:6

ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।

ଯିରିମିୟଙ୍କ ବିଳାପ 5:22

ମାତ୍ର ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କ୍ରୁଦ୍ଧ ହାଇେଅଛ। ଆଉ ତୁମ୍ଭେ କ'ଣ ଆମ୍ଭମାନଙ୍କୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ?

ସିଫନିୟ 1:12

ସହେିଦିନ ଆମ୍ଭେ ଗୋଟିଏ ପ୍ରଦୀପ ନଇେ ୟିରୁଶାଲମ ମଧିଅରେ ଖାଜେିବା। ଓ ସହେି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସମାନଙ୍କେ ଶୈଳୀ ରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସହେି ଲୋକମାନେ କୁହନ୍ତୁ, 'ସଦାପ୍ରଭୁ କହାରିକୁ ସାହାୟ୍ଯ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।' ଆମ୍ଭେ ସମାନଙ୍କେୁ ଖାଜେି ବାହାର କରିବା ଓ ଦଣ୍ତ ଦବୋ।

ଯିଖରିୟ 3:3

ଯିହାଶୂେୟ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଛିଡା ହାଇେଥିଲେ ଏବଂ ସେ ଏକ ମଇଳା ବସ୍ତ୍ର ପରିଧାନ କରିଥିଲେ।

ମାଥିଉଲିଖିତ ସୁସମାଚାର 3:12

ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

ମାଥିଉଲିଖିତ ସୁସମାଚାର 13:30

ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'

ମାଥିଉଲିଖିତ ସୁସମାଚାର 25:31

ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।

ରୋମୀୟଙ୍କ ପ୍ରତି ପତ୍ର 3:22

ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।

ରୋମୀୟଙ୍କ ପ୍ରତି ପତ୍ର 13:14

ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:5

ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:3

ଏହି ଘରଟି ପାଇଲା ପରେ, ଏହା ଆମ୍ଭକୁ ଆବୃତ କରିବ, ଓ ଆମ୍ଭେ ଉଲଗ୍ନ ଦଖାେ ୟିବୁ ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 3:27

ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।

ଏଫିସୀୟଙ୍କ ପ୍ରତି ପତ୍ର 4:24

ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।

କଲସୀୟଙ୍କ ପ୍ରତି ପତ୍ର 3:10

ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।

ଏବ୍ରୀ 4:12

ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:23

ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:4

ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:18

ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:15

ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:8

କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।

Interlinear

Choose Theme