Home Bibles ମାଥିଉଲିଖିତ ସୁସମାଚାର 22:13 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 22:13 · ଓଡ଼ିଆ ବାଇବେଲ

ତେଣୁ ରାଜା କେତକେ ଚ଼ାକରଙ୍କୁ କହିଲେ, 'ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହା ରେ ଅନ୍ଧାର ରେ ଫିଙ୍ଗିଦିଅ, ଯେଉଁଠା ରେ ଲୋକେ କାନ୍ଦୁଥିବେ ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରୁଥିବେ।'

Cross references

ଗୀତସଂହିତା 37:12

ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସହେି ଅଧର୍ମୀ ଲୋକମାନେ ଧାର୍ମୀକମାନଙ୍କୁ ଦେଖି ସମାନଙ୍କେ କୋର୍ଧ ଦଖାେନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରି ଥାଆନ୍ତି।

ଗୀତସଂହିତା 112:10

ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।

ଯିଶାଇୟ 52:1

ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।

ଦାନିଏଲ 3:20

ତା'ପ ରେ ନବୂଖଦ୍ନିତ୍ସର ଆପଣା ସୈନ୍ଯବାହିନୀ ମଧ୍ଯରୁ କେତକେ ବଳବାନ ସୈନ୍ଯକୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ଜ୍ବଳନ୍ତ ଅଗ୍ନିକୁଣ୍ତ ରେ ପକାଇବାକୁ ଆଜ୍ଞା ଦେଲେ।

ମାଥିଉଲିଖିତ ସୁସମାଚାର 8:12

କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।

ମାଥିଉଲିଖିତ ସୁସମାଚାର 12:29

ଜଣେ ଲୋକ କୌଣସି ବଳବାନ ଲୋକ ଘ ରେ ପଶି ତା'ର ସମ୍ପତ୍ତି ଚେ଼ା ରଇନବେୋକୁ ଚାହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା'ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନଇେ ଯାଇ ପାରିବ।

ମାଥିଉଲିଖିତ ସୁସମାଚାର 13:30

ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'

ମାଥିଉଲିଖିତ ସୁସମାଚାର 13:42

ସ୍ବର୍ଗଦୂତମାନେ ସହେି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କାନ୍ଦି କାନ୍ଦି ଓ ୟନ୍ତ୍ରଣ ରେ ଦାନ୍ତ କାମୁଡି ରହିବେ।

ମାଥିଉଲିଖିତ ସୁସମାଚାର 13:50

ସ୍ବର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କବଳେ କାନ୍ଦି କାନ୍ଦି ଓ ୟନ୍ତ୍ରଣା ରେ ଦାନ୍ତ କାମୁଡି ରହିବେ।

ମାଥିଉଲିଖିତ ସୁସମାଚାର 24:51

ମାଲିକ ତାକୁ କଠିନ ଶାସ୍ତି ଦବେେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠା ରେ ଲୋକମାନେ କାନ୍ଦନ୍ତି ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରନ୍ତି ସହେି ସ୍ଥାନକୁ ପଠାଇ ଦବେେ।

ମାଥିଉଲିଖିତ ସୁସମାଚାର 25:30

ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'

ଲୂକଲିଖିତ ସୁସମାଚାର 13:28

ତୁମ୍ଭମାନେେ ଅବ୍ରହାମ, ୟିସ୍ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ରେ ଦେଖିପାରିବ। କିନ୍ତୁ ତୁମ୍ଭମାନେେ ବାହା ରେ ରହିୟିବ। ସତେିକି ବେଳେ ତୁମ୍ଭମାନେେ କୋରଧ ଓ ଭୟ ରେ କାନ୍ଦିବ।

ଯୋହନଲିଖିତ ସୁସମାଚାର 21:18

ମୁଁ ତୁମ୍ଭକୁ ସତ୍ଯ କହୁଛି ତୁମ୍ଭେ ଯେତବେେଳେ ୟୁବକ ଥିଲ, ସେତବେେଳେ ତୁମ୍ଭେ ଅଣ୍ଟା ରେ ନିଜଲୁଗା ଭିଡି ଇଚ୍ଛାନୁସା ରେ ଯେ କୌଣସି ସ୍ଥାନକୁ ଯାଉଥିଲ। ମାତ୍ର ବୃଦ୍ଧ ବୟସ ରେ ତୁମ୍ଭେ ହାତ ବଢାଇବ ଓ ଯେଉଁଆଡେ ତୁମ୍ଭର ୟିବାକୁ ଇଚ୍ଛା ନଥିବ, ସହେିଠାକୁ ଅନ୍ୟମାନେ ତୁମ୍ଭକୁ ନଇେଯିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:54

ୟିହୁଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ ମଡ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:11

ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନଇେ ନିଜ ହାତ ଗୋଡ ବାନ୍ଧି ପକାଇଲେ ଓ କହିଲେ, ପବିତ୍ର ଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, 'ତାହାଙ୍କୁ ୟିରୁଶାଲମ ରେ ଯିହୂଦୀମାନେ ଏହିପରି ବାନ୍ଧି ପକାଇବେ। ସମାନେେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତ ରେ ସମର୍ପଣ କରିବେ।'

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:9

ସହେି ଲୋକମାନେ ଅନନ୍ତ ବିନାଶ ଦ୍ବାରା ଦଣ୍ଡିତ ହବେେ। ସମାନଙ୍କେୁ ପ୍ରଭୁଙ୍କ ସହିତ ରହିବାକୁ ଦିଆୟିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସମାନଙ୍କେୁ ଦୂର ରେ ରଖାୟିବ।

ପିତରଙ୍କ ଦିତୀୟ ପତ୍ର 2:4

ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।

ପିତରଙ୍କ ଦିତୀୟ ପତ୍ର 2:17

ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସମାନେେ ପ୍ରଚଣ୍ଡ ଝଡ଼ ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସମାନଙ୍କେ ନିମନ୍ତେ ଘାରେ ଅନ୍ଧକାର ସ୍ଥାନ ରଖା ଯାଇଅଛି।

ଯିହୂଦାଙ୍କ ପତ୍ର 1:6

ତୁମ୍ଭେ ସହେି ସ୍ବର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସମାନେେ ତାହାକୁ ରଖିପାରିଲେ ନାହିଁ। ସମାନେେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସମାନଙ୍କେୁ ଅନ୍ଧକାର ରେ ରଖିଛନ୍ତି। ସମାନେେ ଅନନ୍ତକାଳୀନ ବନ୍ଧନ ରେ ବନ୍ଧା ହାଇେଛନ୍ତି। ସେ ସମାନଙ୍କେୁ ମହାବିଚାର ଦିନ ପର୍ୟ୍ଯନ୍ତ ରଖିଛନ୍ତି।

ଯିହୂଦାଙ୍କ ପତ୍ର 1:13

ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:27

କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।

Interlinear

Choose Theme