Home Bibles ମାଥିଉଲିଖିତ ସୁସମାଚାର 22:15 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 22:15 · ଓଡ଼ିଆ ବାଇବେଲ

ଯୀଶୁ ଯେଉଁ ସ୍ଥାନ ରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଚ଼ାଲିଗଲେ। ସମାନେେ ଯୀଶୁଙ୍କ କଥା ଦ୍ବାରା ତାହାଙ୍କୁ କିପରି ଫାନ୍ଦ ରେ ପକାଇବେ, ସେ ବିଷୟ ରେ ଯୋଜନା କଲେ।

Cross references

ଗୀତସଂହିତା 2:2

ସମାନଙ୍କେ ରାଜା ଓ ନେତାମାନେ ଏକତ୍ରୀତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ବାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ୟୁଦ୍ଧ କରନ୍ତି।

ଗୀତସଂହିତା 41:6

ଲୋକମାନେ ମାେ ନିକଟକୁ ଦଖାେ କରିବାକୁ ଆସନ୍ତି, କିନ୍ତୁ ସମାନେେ କିଛି କହନ୍ତି ନାହିଁ। ସମାନେେ କ'ଣ ସବୁ ପ୍ରକୃତରେ ଭାବନ୍ତି। ସମାନେେ ମାେ ନିକଟକୁ କିଛି ଖବର ଆଶାରେ ଆସନ୍ତି, ତା'ପରେ ସମାନେେ ଏଠାରୁ ଚାଲିୟାଇ ନାନା ଗୁଜବ ପ୍ରଚାର କରନ୍ତି।

ଗୀତସଂହିତା 56:5

ମାରେ ଶତ୍ରୁମାନେ ମାରେ କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି। ସମାନେେ ମାେତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।

ଗୀତସଂହିତା 57:6

ମାରେ ଶତ୍ରୁମାନେ ମାେତେ ଫାନ୍ଦରେ ପକାଇବାକୁ ମାେ ପାଇଁ ଜାଲ ବିସ୍ତାର କରିଛନ୍ତି। ସମାନେେ ମାେ ପାଇଁ ଏକ ବଡ଼ ଗାତ ଖାେଳିଛନ୍ତି। କିନ୍ତୁ ସମାନେେ ନିଜେ ସେଥିରେ ପଡ଼ିଛନ୍ତି।

ଗୀତସଂହିତା 59:3

ଦେଖ, ଲୋକମାନେ ମାେତେ ହତ୍ଯା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।

ଯିଶାଇୟ 29:21

ସମାନେେ କଥା ରେ ଉତ୍ତମ ଲୋକଙ୍କୁ ଦୋଷୀ କରନ୍ତି। ନଗର ଦ୍ବାର ରେ ଦୋଷୟୁକ୍ତ କରିବାକୁ ଫାନ୍ଦ ବସାନ୍ତି ଓ ଅକାରଣ ରେ ଧାର୍ମିକ ପ୍ରତି ଅନ୍ଯାଯ କରନ୍ତି।

ଯିରିମିୟ 18:18

ଯିରିମିୟଙ୍କ ଶତ୍ରୁଗଣ କହିଲେ, ଆସ ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ଯବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ଯଦ୍ ବକ୍ତା ନିକଟରୁ ବାକ୍ଯ ଲୁପ୍ତ ହବେ ନାହିଁ। ତେଣୁ ଆସ ଆମ୍ଭମାନେେ ତାଙ୍କୁ ପ୍ରବଞ୍ଚନା ଦ୍ବାରା ଧ୍ବଂସ କରିବା। ଆମ୍ଭମାନେେ ତାଙ୍କର କୌଣସି କଥା ଶୁଣିବା ନାହିଁ।

ଯିରିମିୟ 20:10

ମୁଁ ବହୁବାର ଅପବାଦ ଶୁଣିଅଛି। ମାରେ ଚତୁର୍ଦ୍ଦିଗ ରେ ଆଶଙ୍କା ଅଛି। ଏପରିକି ମାରେ ମିତ୍ରମାନେ ମଧ୍ଯ ମାରେ ଦୋଷ ଦେଖନ୍ତି ଓ ଲୋକମାନେ ମାରେ ତ୍ରୁଟିକୁ ଅପେକ୍ଷା କରନ୍ତି। ସମାନେେ ଅଭିଯୋଗ କରି କହନ୍ତି, ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ମିଥ୍ଯା ଓ ମନ୍ଦକଥା କହିବା, ତୁମ୍ଭମାନେେ ମଧ୍ଯ ତାହା କହିବ। ତାହା ହେଲେ ଆମ୍ଭମାନେେ ତାକୁ ପରାସ୍ତ କରିବା ଓ ତା' ଉପ ରେ ପ୍ରତିଶାଧେ ନଇେପାରିବା।

ମାର୍କଲିଖିତ ସୁସମାଚାର 12:13

ପରେ ଯିହୂଦୀ ନେତାମାନେ କେତକେ ଫାରୂଶୀ ଓ େ ହରୋଦୀୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯୀଶୁଙ୍କ ଭୁଲ ଧରି ଫାନ୍ଦ ରେ ପକାଇବାକୁ ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 11:53

ଯୀଶୁ ସେ ସ୍ଥାନ ଛାଡି ଚାଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନକେ କଷ୍ଟ ଦବୋ ଆରମ୍ଭ କରି ଦେଲେ। ସମାନେେ ଯୀଶୁଙ୍କୁ ଅନକେ ବିଷୟ ରେ ପ୍ରଶ୍ନମାନ ପଚାରି ତାହାଙ୍କଠାରୁ ଉତ୍ତର ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 20:20

ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।

ଏବ୍ରୀ 12:3

ଯୀଶୁଙ୍କ ବିଷୟ ରେ ଭାବି ଦେଖ। ଯେତବେେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧ ରେ କିଛି କରୁଥିଲେ, ସେ ଅତି ର୍ଧୈୟ୍ଯର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭମାନେେ ମଧ୍ଯ ସହେି ଭଳି ର୍ଧୈୟ୍ଯବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।

Interlinear

Choose Theme