Home Bibles ☰ Books ମାଥିଉଲିଖିତ ସୁସମାଚାର 22:19 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 22:19 · ଓଡ଼ିଆ ବାଇବେଲ

କର ଦବୋ ପାଇଁ ବ୍ଯବହୃତ ହେଉଥିବା ଗୋଟେ ମୁଦ୍ର ମାେତେ ଦଖାେଅ। ସମାନେେ ଯୀଶୁଙ୍କୁ ଗୋଟିଏ ରେ ୗପ୍ୟମୁଦ୍ରା ଦଖାଇେଲେ।

Cross references

ମାଥିଉଲିଖିତ ସୁସମାଚାର 18:28

ଚ଼ାକର ବାହାରୁଥିବା ସମୟରେ ରାସ୍ତା ରେ ସେ ତା'ର ଜଣେ ସଙ୍ଗୀ ଚ଼ାକରକୁ ଦେଖିଲା। ସେ ଜଣକ ତାଠାରୁ ଶ ହେ ମୁଦ୍ରା ଋଣ କରିଥିଲା। ପ୍ରଥମେ ଚ଼ାକର ଦ୍ବିତୀୟ ଚ଼ାକରର ତଣ୍ଟି ଚ଼ିପି ଧରି କହିଲା, 'ମାେ ଠାରୁ ଯେଉଁ ଋଣ ନଇେଛୁ, ତାହାକୁ ଶୁଝି ଦେ।'

ମାଥିଉଲିଖିତ ସୁସମାଚାର 20:2

ସେ ଶ୍ରମିକମାନଙ୍କୁ ସଦେିନ କାମ କରିବା ବାବଦ ରେ ଗୋଟିଏ ଗୋଟିଏ ରେ ୗପ୍ୟ ମୁଦ୍ରା ଦବୋ ପାଇଁ ରାଜି ହେଲେ। ତା'ପରେ ସେ ଶ୍ରମିକମାନଙ୍କୁ ବଗିଚ଼ାକୁ କାମ କରିବାକୁ ପଠାଇ ଦେଲେ।

ମାର୍କଲିଖିତ ସୁସମାଚାର 12:16

ସମାନେେ ରୂପା ଟଙ୍କାଟିଏ ନଇେ ଆସିଲେ। ଯୀଶୁ ସମାନଙ୍କେୁ ପଚାରିଲେ, ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହଇେଛି? ତା ଉପରେ କାହାର ନାମ ଲଖାେ ଯାଇଛି? ସମାନେେ କହିଲେ, ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:6

ତା'ପରେ ଚାରି ଜୀବିତପ୍ରାଣୀଙ୍କ ମଧ୍ଯରୁ କହେି ଜଣେ କହିଲା ପରି ମାେତେ ଗୋଟିଏ ସ୍ବର ଶୁଭିଲା। ସେ ସ୍ବର କହୁଥିଲା, ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ୟବ ହବେ। କିନ୍ତୁ ତଲେ ଓ ଅଙ୍ଗୁରରସର କ୍ଷତି କରି ନାହିଁ।

Interlinear

Choose Theme