Home Bibles ମାଥିଉଲିଖିତ ସୁସମାଚାର 22:25 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 22:25 · ଓଡ଼ିଆ ବାଇବେଲ

ଆମ୍ଭ ଭିତ ରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତାର କୌଣସି ସନ୍ତାନ ନଥିଲେ। ତେଣୁ ତାର ଭାଇ ସହେି ସ୍ତ୍ରୀ ଲୋକଟିକୁ ବିବାହ କଲା।

Cross references

ମାର୍କଲିଖିତ ସୁସମାଚାର 12:19

ସମାନେେ କହିଲେ, ଗୁରୁ, ମାଶାେ ଆମ୍ଭମାନଙ୍କ ପାଇଁ ଲେଖିଛନ୍ତି ଯେ, ଯଦି କୌଣସି ବିବାହିତ ଲୋକ ପିଲାପିଲି ନଥାଇ ମରି ଯାଏ, ତବେେ ତା'ର ଭାଇର ସହେି ସ୍ତ୍ରୀଟିକୁ ବିବାହ କରିବା ଉଚିତ୍। ତା' ହେଲେ ସହେି ମୃତ ଭାଇଟି ପାଇଁ ବଂଶ ବୃଦ୍ଧି କରିପାରିବ।

ଲୂକଲିଖିତ ସୁସମାଚାର 20:29

ଥରେ ସାତ ଜଣ ଭାଇ ଥିଲେ। ବଡ ଭାଇଟି ବିବାହ କରିଥିଲା। କୌଣସି ସନ୍ତାନ ନଥାଇ ସେ ଭାଇଟି ମରିଗଲେ।

ଏବ୍ରୀ 9:27

ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।

Interlinear

Choose Theme