ଜଣେ ହେଲେ ଫାରୂଶୀ ଯୀଶୁଙ୍କ ପ୍ରଶ୍ନର ଉତ୍ତର ଦଇେ ପାରିଲେ ନାହିଁ। ସହେି ଦିନ ଠାରୁ ଯୀଶୁଙ୍କୁ ଆଉ କୌଣସି ପ୍ରଶ୍ନ ପଚ଼ାରି ଫାନ୍ଦ ରେ ପକାଇବାକୁ କହେି ହେଲେ ଚ଼ଷ୍ଟା କରିବାକୁ ସାହାସ କଲନୋହିଁ।
Cross references
ଆୟୁବ, ଏହି ଲୋକମାନେ ୟୁକ୍ତି ରେ ହାରିଗଲେ। ସମାନଙ୍କେର ଅଧିକ କିଛି କହିବାର ନାହିଁ। ସମାନଙ୍କେର କୌଣସି ଅତିରିକ୍ତ ଉତ୍ତର ମଧ୍ଯ ନାହିଁ।
ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।
ତେଣୁ ସମାନେେ ଯୀଶୁଙ୍କୁ ଉତ୍ତର ଦେଲେ, ଯୋହନଙ୍କ ବାପ୍ତିସ୍ମ କେଉଁଛାରୁ ଆସିଥିଲା, ଆମ୍ଭେ ତାହା ଜାଣିନାହୁଁ।
ଯୀଶୁ ଦେଖିଲେ ଯେ ଲୋକଟି ବୁଝିବିଚାରି ଜ୍ଞାନୀ ଭଳି ଉତ୍ତର ଦଇେଛି। ସେ ତାହାକୁ କହିଲେ, ତୁମ୍ଭେ ପରମେଶ୍ବରଙ୍କ ରାଜ୍ଯଠାରୁ ଦୂର ରେ ନାହଁ। ଏହା ପରେ ଆଉ କହେି ହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
ଯୀଶୁ ଏକଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସମାନେେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ମାନ କଲେ, ତାକୁ ଦେଖି ସବୁ ଲୋକ ଖୁସି ହେଲେ।
ସମାନେେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରି ଦେଲେ। ତା'ପରେ ସହେି ଲୋକଟି ଚାଲିଗଲା।
ଯୀଶୁ ଯାହା ପଚାରିଲେ ସମାନେେ କିଛି ଉତ୍ତର ଦଇେ ପାରିଲେ ନାହିଁ।
ଯୀଶୁଙ୍କୁ ଆଉ ଅଧିକ ପ୍ରଶ୍ନ ପଚାରିବାକୁ କହେି ସାହସ କଲନୋହିଁ।
ଯିହୂଦୀ ନେତାମାନେ ତାହାଙ୍କୁ ଅବିରତ ପ୍ରଶ୍ନ ପଚାରିବା ରେ ଲାଗିଲେ। ତେଣୁ ଯୀଶୁ ଠିଆ ହାଇେ କହିଲେ, ଏଠା ରେ ଏଭଳି କୌଣସି ଲୋକ ଉପସ୍ଥିତ ଅଛନ୍ତି, ୟିଏ କବେେ ପାପ କରି ନାହିଁ? ସହେିଭଳି ପାପ ନ କରିଥିବା ଲୋକ ଏହି ସ୍ତ୍ରୀଲୋକକୁ ପ୍ରଥମେ ପଥର ଫିଙ୍ଗୁ।
ସମାନେେ ଦେଖିଲେ, ସହେି େଛାଟ ଲୋକଟି ସୁସ୍ଥ ହାଇେ ପ୍ ରରେିତମାନଙ୍କ ବିରୁଦ୍ଧ ରେ କିଛି କହିପାରିଲେ ନାହିଁ।