Home Bibles ମାଥିଉଲିଖିତ ସୁସମାଚାର 23:1 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 23:1 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ,

Cross references

ମାଥିଉଲିଖିତ ସୁସମାଚାର 15:10

ଯୀଶୁ ସମବତେ ହାଇେଥିବା ଲୋକମାନଙ୍କୁ ଡାକିଲେ। ସେ ସମାନଙ୍କେୁ କହିଲେ, ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ।

ମାର୍କଲିଖିତ ସୁସମାଚାର 7:14

ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରେତ୍ୟକକ ଲୋକ ମାରେ କଥା ଶୁଣ ଓ ବୁଝ।

ମାର୍କଲିଖିତ ସୁସମାଚାର 12:38

ଯୀଶୁ ଶିକ୍ଷା ଦଇେ ଚାଲିଥିଲେ। ସେ କହିଲେ, ଧର୍ମଶାସ୍ତ୍ରୀଙ୍କଠାରୁ ସାବଧାନ ରୁହ। ସମାନେେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତଣେେ ବୁଲିବାକୁ ଭଲ ପାଆନ୍ତି। ସମାନେେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାର ରେ ସମ୍ମାନ ଦଖାେନ୍ତୁ।

ଲୂକଲିଖିତ ସୁସମାଚାର 12:1

ହଜାର ହଜାର ଲୋକ ଆସି ଜମା ହାଇଗେଲେ। ଲୋକେ ଜଣେ ଜଣକୁ ମାଡି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ଯମାନଙ୍କୁ କହିଲେ, ଫାରୂଶୀମାନଙ୍କ ଖମୀରଠାରୁ ଦୂର ରେ ରୁହ। ମାେ କହିବାର ଅଭିପ୍ରାୟ ହେଉଛି ଯେ, ସମାନେେ କପଟୀ।

ଲୂକଲିଖିତ ସୁସମାଚାର 12:57

ଯାହା ଠିକ୍, ତାହା ତୁମ୍ଭମାନେେ ନିଜେ ନିଷ୍ପତ୍ତି କରି ପାରୁନାହଁ କାହିଁକି?

ଲୂକଲିଖିତ ସୁସମାଚାର 20:45

ସବୁଲୋକେ ଯୀଶୁଙ୍କ ଉପଦେଶ ଶୁଣୁଥିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ,

Interlinear

Choose Theme