Home Bibles ମାଥିଉଲିଖିତ ସୁସମାଚାର 23:15 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 23:15 · ଓଡ଼ିଆ ବାଇବେଲ

ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖାଜେି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହାଇେ ଚ଼ାଲିଯାଉଛ। ଯେତବେେଳେ ସଭେଳି ଲୋକଟିଏ ପାଇ ଯାଉଛ ସେତବେେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କବଳେ ନର୍କର ଅଧିକାରୀ ହବେ।

Cross references

ଏଷ୍ଟର ବିବରଣ 8:17

ଏବଂ ପ୍ରତି ପ୍ରଦେଶ ରେ ଓ ପ୍ରତି ନଗର ରେ, ଯେ କୌଣସି ସ୍ଥାନ ରେ ରାଜାଜ୍ଞା ଓ ନିଯମ ପତ୍ର ଉପସ୍ଥିତ ହେଲା, ସହେି ସ୍ଥାନ ରେ ୟିହୁଦୀଯମାନଙ୍କର ଆନନ୍ଦ ଓ ଆମାଦେ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନକେ ଲୋକ ୟିହୁଦୀଯ ମତାଲମ୍ବୀ ହେଲେ, ଯେ ହତେୁ ସମାନେେ ୟିହୁଦୀଯମାନଙ୍କ ସକାେଶ ଭୟ କଲେ।

ମାଥିଉଲିଖିତ ସୁସମାଚାର 5:22

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଅନ୍ୟ

ମାଥିଉଲିଖିତ ସୁସମାଚାର 5:29

ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର

ଯୋହନଲିଖିତ ସୁସମାଚାର 8:44

ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:10

ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:5

ସହେି ଦଳର ସମସ୍ତେ ଏହି ଚ଼ିନ୍ତାଧାରାକୁ ପସନ୍ଦ କଲେ। ସମାନେେ ନିଜ ମଧ୍ଯରୁ ସ୍ତିଫାନ, ଯେ କି ପବିତ୍ର ଆତ୍ମା ଓ ବିଶ୍ବାସ ରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମାନେ, ପାର୍ମନା ଓ ନୀକଲାୟ। ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହାଇେଥିଲେ ମନୋନୀତ କଲେ ା

ରେରିତମାନଙ୍କ କାର୍ଯ୍ୟର ବିବରଣ 13:10

ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:43

ସଭା ସମାପ୍ତ ହବୋପରେ ଅନକେ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଅନୁସରଣ କଲେ। ସମାନେେ ସମାନଙ୍କେ ସହିତ କଥାବାର୍ତ୍ତା ହାଇେ ସମାନଙ୍କେୁ ପରମେଶ୍ବରଙ୍କ ଅନୁଗ୍ରହ ରେ ସ୍ଥିର ହାଇେ ରହିବାପାଇଁ କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:2

ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ବାସ କରୁଥିଲେ, ସମାନେେ ଅନ୍ୟ ଜାତୀୟ ଲୋକମାନଙ୍କ ମନ ରେ ଭାଇମାନଙ୍କ ବିରୁଦ୍ଧ ରେ ଖରାପ ଧାରଣା ଜନ୍ମାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:19

କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:5

କିନ୍ତୁ ଅବିଶ୍ବାସୀ ଯିହୂଦୀୟମାନେ ଈର୍ଷାପରାୟଣ ହାଇେ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ଯରୁ ଗୋଟିଏ ଦଳ ଏକାଠି କଲେ ଓ ନଗର ରେ ଗଣ୍ଡଗୋଳ ସୃଷ୍ଟିକେଲ। ସମାନେେ ନଗର ରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସମାନେେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେ଼ଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:13

ଥସେଲନୀକୀୟ ଯିହୂଦୀୟମାନେ ବରଯୋ ନଗର ରେ ପାଉଲ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କରୁଛନ୍ତି ବୋଲି ଜାଣିପାରିଲେ। ତେଣୁ ସମାନେେ ସଠାେକୁ ଆସି ଆନ୍ ଦୋଳନ କରି ଲୋକ ସମୂହକୁ ମତଇେଲେ।

ଗାଲାତୀୟଙ୍କ ପ୍ରତି ପତ୍ର 4:17

ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦଖାେଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ଯ ରେ ନୁହେଁ। କାରଣ, ତାହାଦ୍ବାରା ସମାନେେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂ ରଇେ ନବୋକୁ ଇଚ୍ଛା କରନ୍ତି ଓ ସମାନଙ୍କେ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 6:12

କେତକେ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହବୋ ପାଇଁ ବାଧ୍ଯ କରୁଛନ୍ତି। ଯିହୂଦୀମାନେ ଯେପରି ସମାନଙ୍କେୁ ଗ୍ରହଣ କରିପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସମାନଙ୍କେୁ ନିର୍ୟ୍ଯାତନା ସହିବାକୁ ହବେ, ସେଥିପାଇଁ ସମାନେେ ଭୟ କରୁଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 2:3

ଅତୀତ ରେ ଆମ୍ଭେ ସମସ୍ତେ ସହେିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବା ରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦହେ ଚାହୁଁଥିଲା ଓ ମନ ଭାବୁଥିଲା, ସହେି କାର୍ୟ୍ଯ କରୁଥିଲୁ। ଆମ୍ଭେ ମନ୍ ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭମାନେେ ଅନ୍ୟମାନଙ୍କ ପରି ପରମେଶ୍ବରଙ୍କ କୋର୍ଧର ପାତ୍ର ହାଇେ ଦଣ୍ଡ ଭୋଗ କରିଥାନ୍ତୁ।

Interlinear

Choose Theme