ତୁମ୍ଭେ ପ୍ରଣିତ କରି ଦେଉଛ ଯେ ତୁମ୍ଭମାନେେ ସହେି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କଲେ।
Cross references
ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ତୁମ୍ଭେ ନିଜ ପାଇଁ ନିଜେ ସାକ୍ଷୀ କି? ତୁମ୍ଭେ ସଦାପ୍ରଭୁଙ୍କ ସବୋ ଉପାସନା କରୁଛ ବୋଲି?
କାରଣ ତୁମ୍ଭର କଥା ତୁମ୍ଭର ପାପକୁ ହିଁ ସ୍ବୀକାର କରୁଛି। ଆୟୁବ ତୁମ୍ଭେ ତୁମ୍ଭର ପାପକୁ ଲୁଚାଇବାକୁ ଚେଷ୍ଟା କରୁଛ, ଚତୁରତା ପୂର୍ଣ୍ଣ ବାକ୍ଯ ମଧିଅରେ।
ସମାନଙ୍କେ ନିଜ ଜିହ୍ବା ସମାନଙ୍କେୁ ଧ୍ବଂସର ବିଷଯ ଆଣିବ। ସମାନଙ୍କେୁ ୟିଏ ଦେଖିବେ ସମାନେେ ଦୁଃଖରେ ମୁଣ୍ଡ ହଲାଇବେ।
ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।