Home Bibles ☰ Books ମାଥିଉଲିଖିତ ସୁସମାଚାର 23:32 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 23:32 · ଓଡ଼ିଆ ବାଇବେଲ

ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।

Cross references

ଆଦି ପୁସ୍ତକ 15:16

ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।

ଗଣନା ପୁସ୍ତକ 32:14

ଏଠାକୁ ଦେଖ, ତୁମ୍ଭମାନେେ ତୁମ୍ଭ ପିତୃଗଣଙ୍କ ପରି କାର୍ୟ୍ଯ କଲ, ତୁମ୍ଭମାନେେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢି ସଦାପ୍ରଭୁଙ୍କୁ ଇଶ୍ରାୟେଲର ଲୋକମାନଙ୍କ ପ୍ରତି କୋର୍ଧିତ କରାଉଛ।

ଯିଖରିୟ 5:6

ମୁଁ ଉତ୍ତର କଲି, ଏହା କ'ଣ? ସେ କହିଲେ, ତାହା ଏକ ମାପ କରିବା ଟୋକଇେ ଏବଂ ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:16

ସମାନେେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦବୋ ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣୟିହୁଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ଯ ରେ ଆମ୍ଭେ ସମାନଙ୍କେୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ଯ ବଢ଼ି ଚାଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ କୋର୍ଧ ସମାନଙ୍କେ ଉପରେ ଆସି ପଡ଼ିଲାଣି।

Interlinear

Choose Theme