Home Bibles ☰ Books ମାଥିଉଲିଖିତ ସୁସମାଚାର 23:6 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 23:6 · ଓଡ଼ିଆ ବାଇବେଲ

ଭୋଜିମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନ ମାନ ପାଇବାକୁ ସମାନେେ ଭଲ ପାଆନ୍ତି।

Cross references

ହିତୋପଦେଶ 25:6

ରାଜାର ଛାମୁ ରେ ଆପଣାର ବଡ଼ିମା କର ନାହିଁ। ପ୍ରଧାନ ଲୋକଙ୍କ ସମୂହ ରେ ନିଜର ସ୍ଥାନ ପାଇଁ ଦାବି କର ନାହିଁ।

ମାଥିଉଲିଖିତ ସୁସମାଚାର 20:21

ଯୀଶୁ ପଚ଼ାରିଲେ, ତୁମ୍ଭେ କ'ଣ ଚ଼ାହୁଁଛ?

ମାର୍କଲିଖିତ ସୁସମାଚାର 12:38

ଯୀଶୁ ଶିକ୍ଷା ଦଇେ ଚାଲିଥିଲେ। ସେ କହିଲେ, ଧର୍ମଶାସ୍ତ୍ରୀଙ୍କଠାରୁ ସାବଧାନ ରୁହ। ସମାନେେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତଣେେ ବୁଲିବାକୁ ଭଲ ପାଆନ୍ତି। ସମାନେେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାର ରେ ସମ୍ମାନ ଦଖାେନ୍ତୁ।

ଲୂକଲିଖିତ ସୁସମାଚାର 11:43

ହାୟ ଫାରୂଶୀଗଣ! କାରଣ ତୁମ୍ଭମାନେେ ଯିହୂଦୀ ସମାଜଗୃହ ରେ ଅତ୍ଯନ୍ତ ମହତ୍ବପୂର୍ଣ୍ଣ ଆସନ ଚାହୁଁଛ ଓ ହାଟ ବଜାର ରେ ଲୋକମାନଙ୍କଠାରୁ ସମ୍ମାନଜନକ ନମସ୍କାର ପାଇବାକୁ ଭଲ ପାଉଛ।

ଲୂକଲିଖିତ ସୁସମାଚାର 14:7

ଯୀଶୁ ଲକ୍ଷ୍ଯ କଲେ ଯେ, କେତକେ ଅତିଥି ବସିବା ପାଇଁ ଭଲ ଆସନଟିଏ ଖାଜେୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ:

ଲୂକଲିଖିତ ସୁସମାଚାର 20:46

ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସମାନେେ ଚାହାଁନ୍ତି। ହାଟବଜାର ରେ ଲୋକେ ତାହାଙ୍କୁ ସମ୍ମାନ ଦଖାେନ୍ତୁ ବୋଲି ସମାନେେ ଭଲପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କ ରେ ସବୁଠାରୁ ଶ୍ ରେଷ୍ଠ ଆସନଗୁଡିକ ପାଇବାକୁ ସମାନେେ ଭଲ ପାଆନ୍ତି। ଭୋଜିମାନଙ୍କ ରେ ସବୁଠାରୁ ପ୍ରଧାନ ଆସନ ରେ ବସିବାକୁ ସମାନେେ ଭଲ ପାଆନ୍ତି।

ରୋମୀୟଙ୍କ ପ୍ରତି ପତ୍ର 12:10

ଭଲ କାର୍ୟ୍ଯ ରେ ଜଡିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ ରମେ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚ୍ଭାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।

ଯାକୁବଙ୍କ ପତ୍ 2:1

ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ତୁମ୍ଭମାନେେ ବିଶ୍ବାସ କର। ଅତଏବ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବପୂର୍ଣ୍ଣ ବୋଲି ଭାବ ନାହିଁ।

ଯୋହନଙ୍କ ତୃତୀୟ ପତ୍ର 1:9

ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସଠାେରେ ନେତା ହାଇେ ରହିବା ପାଇଁ ଚା ହେଁ।

Interlinear

Choose Theme