ଏ ସଂସାର ରେ କାହାରିକୁ 'ପରମପିତା' ବୋଲି ସମ୍ ବୋଧନ କରନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ବର୍ଗ ରେ ରହୁଛନ୍ତି।
Cross references
ଇଲୀଶାୟ ତାହା ଦେଖି ଉଚ୍ଚ ସ୍ବର ରେ ରୋଦନ କରି କହିଲେ, ହେ ମାରେ ପିତା! ହେ ମାରେପିତା! ହେ ଇଶ୍ରାୟେଲର ରଥ ଓ ତହିଁର ଅଶ୍ବାରୋହୀଗଣ!
ଇଶ୍ରାୟେଲର ରାଜା ଅରାମୀଯମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, ହେ ମାରେ ପିତା! ମୁଁ କ'ଣ ଏମାନଙ୍କୁ ବଧ କରିବି? ମୁଁ କ'ଣ ଏମାନଙ୍କୁ ବଧ କରିବି?
ଇଲୀଶାୟ ପୀଡିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ଯୁ ବରଣ କଲେ। ଇଶ୍ରାୟେଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, ହେ ମାରେ ପିତା! ହେ ମାରେପିତା! ହେ ଇଶ୍ରାୟେଲର ରଥ ଓ ତହିଁର ଅଶ୍ବାରୋହୀଗଣ ପାଇଁ ଏହା ସମୟ କି?
ଅନ୍ୟ ବ୍ଯକ୍ତିମାନଙ୍କୁ ମୁଁ ଯଭେଳି ବ୍ଯବହାର କରେ, ଆୟୁବ ସହିତ ମୁଁ ସଭେଳି ବ୍ଯବହାର କରିବି। ତା'ର ମନଲାଖି କଥା କହିବା ପାଇଁ ମୁଁ ଚେଷ୍ଟା କରିବି ନାହିଁ। ଯାହା ଉଚିତ ତାହା ମୁଁ କହିବି।
ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, ପିଲାମାନେ ସମାନଙ୍କେର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସମାନଙ୍କେର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହିଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁନାହିଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ଯ ମନୋଭାବ ଦଖାେଉଛ।
ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।
ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
ଏପରିକି ତୁମ୍ଭେ ମନ୍ଦ ଲୋକ ହାଇେ ମଧ୍ଯ ପିଲାମାନଙ୍କୁ କିଭଳି ଭଲ ଉପହାର ଦବୋକୁ ହୁଏ, ତାହା ତୁମ୍ଭେ ଜାଣ। ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ଦବେେ!
ପାଉଲ କହିଲେ, ଭାଇମାନେ ଓ ପିତାମାନେ, ଯେ ହତେୁ ମୁଁ ମାରେ ନିଜ ସପକ୍ଷ ରେ କଥା କହୁଛି, ତେଣୁ ଆପଣମାନେ ମାେ କଥା ଶୁଣନ୍ତୁ।
ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନକେ ପିତା ନାହାଁନ୍ତି, ସୁସମାଚାର ଦ୍ବାରା ଖ୍ରୀଷ୍ଟଯୀଶୁଙ୍କ ସକାେଶ ମୁଁ ତୁମ୍ଭମାନଙ୍କର ପିତା ହାଇେଛି।
ମୁଁ ତୁମ୍ଭମାନଙ୍କର ପିତା ହବେି ଓ ତୁମ୍ଭମାନେେ ମାେ ପୁଅ ଓ ଝିଅ ହବେ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି। ଦ୍ବିତୀୟ ଶାମୁଯଲେ 7:14, 7:8
ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।
ଏହି ପୃଥିବୀ ରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସମାନେେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦଖାଇେଲୁ। ଅତଏବ ଏହା ଅଧିକ ଗୁରୁତ୍ବପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।
ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।