Home Bibles ମାଥିଉଲିଖିତ ସୁସମାଚାର 24:25 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 24:25 · ଓଡ଼ିଆ ବାଇବେଲ

ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚତାବେନୀ ଦେଉଛି।

Cross references

ଯିଶାଇୟ 44:7

ଆମ୍ଭ ତୁଲ୍ଯ ଅନ୍ୟ ପରଲମଶ୍ବର ନାହାଁନ୍ତି। ଯଦି ଥାଆନ୍ତିସତଲବସସ ବର୍ତ୍ତମାନ ଆସି କୁହନ୍ତୁ।ସସ ଯଦି ଆମ୍ଭପରି,ସତଲବ ଆସି ପ୍ରମାଣ କରନ୍ତୁ।ସସ ମଧ୍ଯ କୁହନ୍ତୁ ଆମ୍ଲଭ ପୁରାତନସଲାକମାନଙ୍କୁ ସୃଷ୍ଟି କଲାସବଲଳ କ'ଣସବୁ ଘଟିଥିଲା।ସସ ମଧ୍ଯ ଭବିଷ୍ଯତସର କ'ଣ ଘଟିବ ତାହାର ସଙ୍କଲତ ଦିଅନ୍ତୁ।

ଯିଶାଇୟ 46:10

ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

ଯିଶାଇୟ 48:5

ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ ; ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ। ତାହା ନ ହେଲେ ତୁମ୍ଭେ କହିଥାନ୍ତ, ଆମ୍ଭର ଦବେତା ଏହା କରିଅଛନ୍ତି,' ପୁଣି କହିଥାନ୍ତ 'ଆମ୍ଭର ଖାଦେିତ ଓ ଛାଞ୍ଚ ରେ ଢ଼ଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।'

ଲୂକଲିଖିତ ସୁସମାଚାର 21:13

କିନ୍ତୁ ଏହା ତୁମ୍ଭମାନଙ୍କୁ ମାେ ବିଷୟ ରେ କହିବାକୁ ସୁ ଯୋଗ ଦବେ।

ଯୋହନଲିଖିତ ସୁସମାଚାର 16:1

ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ବାସ ନଷ୍ଟ କରି ନପାରନ୍ତି।

Interlinear

Choose Theme