Home Bibles ମାଥିଉଲିଖିତ ସୁସମାଚାର 24:3 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 24:3 · ଓଡ଼ିଆ ବାଇବେଲ

ପରେ ଯେତବେେଳେ ଯୀଶୁ ଜୀତ ପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ଯମାନେ ସେ ଏକାନ୍ତ ରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କବେେ ଘଟିବ? କେଉଁ ସଙ୍କତେ ଦଖାଇବେ ଯେ ଆପଣଙ୍କ ପୁନର୍ବାର ଆସିବ ଓ ଜଗତର ଅନ୍ତ ହବୋ ସମୟ ହେଲାଣି?

Cross references

ଦାନିଏଲ 12:6

ଏବଂ ସେ ଶୁକ୍ଲ ବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ଯ, ତାହାଙ୍କୁ ଏକ ବ୍ଯକ୍ତି ପଚାରିଲେ, 'ଏହିସବୁ ଆଶ୍ଚର୍ୟ୍ଯ ବିଷଯ ଘଟିବା ପାଇଁ କେତକେ ସମୟ ଲାଗିବ?'

ମାଥିଉଲିଖିତ ସୁସମାଚାର 13:10

ଶଷ୍ଯମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତୁମ୍ଭେ ସମାନଙ୍କେୁ ଦୃଷ୍ଟାନ୍ତ ମାଧ୍ଯମ ରେ କାହିଁକି ଶିକ୍ଷା ଦେଉଛ?

ମାଥିଉଲିଖିତ ସୁସମାଚାର 13:36

ତା'ପରେ ଯୀଶୁ ଲୋକମାନଙ୍କୁ ପଠଇେ ଦଇେ ଘରକୁ ଗଲେ। ତାହାଙ୍କ ପାଖ ରେ ତାହାଙ୍କ ଶିଷ୍ଯମାନେ ପହଞ୍ଚି କହିଲେ, ଆମ୍ଭକୁ କ୍ଷତରେ ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।

ମାଥିଉଲିଖିତ ସୁସମାଚାର 13:39

ଯେଉଁ ଶତୃ ଜଣକ ବାଳୁଙ୍ଗା ବୁଣି ଦଇେଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳି ହେଉଛନ୍ତି ସ୍ବର୍ଗଦୂତମାନେ।

ମାଥିଉଲିଖିତ ସୁସମାଚାର 13:49

ସଂସାର ଶଷେ ହବୋ ବେଳେ ଏହିଭଳି ଘଟିବ। ସ୍ବର୍ଗଦୂତମାନେ ଆସିବେ। ସମାନେେ ଧାର୍ମିକଲୋକଙ୍କ ଭିତରୁ ପାପୀଲୋକଙ୍କୁ ଅଲଗା କରି ଦବେେ।

ମାଥିଉଲିଖିତ ସୁସମାଚାର 15:12

ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, ଏସବୁ କରିବା ଫଳ ରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?

ମାଥିଉଲିଖିତ ସୁସମାଚାର 17:19

ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ନିରୋଳା ରେ ଭଟେି ପଚାରିଲେ, ଆମ୍ଭମାନେେ ଭୂତକୁ ତଡ଼ିଦବୋକୁ କାହିଁକି ସକ୍ଷମ ହାଇେ ପାରିଲୁ ନାହିଁ?

ମାଥିଉଲିଖିତ ସୁସମାଚାର 21:1

ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।

ମାଥିଉଲିଖିତ ସୁସମାଚାର 24:27

ଆକାଶ ରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହାଇେ ପଶ୍ଚିମ ଆକାଶ ପର୍ୟ୍ଯନ୍ତ ବ୍ଯାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସହେିଭଳି ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।

ମାଥିଉଲିଖିତ ସୁସମାଚାର 24:32

ଡ଼ିମ୍ବିରି ଗଛରୁ ଗୋଟିଏ ଶିକ୍ଷା ଲାଭ କର। ଯେତବେେଳେ ଡ଼ିମ୍ବିରି ଗଛର ଡ଼ାଳଗୁଡ଼ିକ ଶାଗୁଆ ଓ ନରମ ହୁଏ, ସେତବେେଳେ ତୁମ୍ଭେ ଜାଣ ଯେ, ଖରାଦିନ ଶୀଘ୍ର ଆସିୟିବ।

ମାଥିଉଲିଖିତ ସୁସମାଚାର 24:37

ନୋହଙ୍କ ସମୟରେ ଯଭେଳି ଘଟିଥିଲା, ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସପରେି ଘଟିବ।

ମାଥିଉଲିଖିତ ସୁସମାଚାର 24:39

ଯାହା ସବୁ ସେତବେେଳେ ଘଟି ଯାଉଥିଲା, ଲୋକେ ତାହା ଜାଣି ପାରୁ ନଥିଲେ। ସତେିକି ବେଳେ ବନ୍ଯା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହାଇଗେଲେ। ମନୁଷ୍ଯ ପୁତ୍ର ଆସିବା ସମୟରେ ଠିକ୍ ସହେିପରି ହବେ।

ମାଥିଉଲିଖିତ ସୁସମାଚାର 24:43

ମନରେଖ, ଯଦି ଘରମାଲିକ ଜାଣିଥାଆନ୍ତା ଯେ ଚେ଼ାର କେତବେେଳେ ଆସିବ, ତବେେ ସେ ସତର୍କ ରହନ୍ତେ ଓ ଚେ଼ାରକୁ ଘ ରେ ପଶିବାକୁ ଦିଅନ୍ତେ ନାହିଁ।

ମାଥିଉଲିଖିତ ସୁସମାଚାର 28:20

ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

ମାର୍କଲିଖିତ ସୁସମାଚାର 13:3

ପରେ ଯୀଶୁ ମନ୍ଦିର ସାମନା ରେ ଥିବା ଜୀତ ପର୍ବତ ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସମାନେେ ଯୀଶୁଙ୍କୁ ବ୍ଯକ୍ତିଗତଭାବେ ପଚାରିଲେ,

ଲୂକଲିଖିତ ସୁସମାଚାର 21:7

କେତକେ ଶିଷ୍ଯ ଯୀଶୁଙ୍କୁ ପଚାରିଲେ, ଗୁରୁ! ଏସବୁ ଘଟଣା କବେେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ବାରା ଜଣା ପଡିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?

ଯୋହନଲିଖିତ ସୁସମାଚାର 21:21

ସହେି ଶିଷ୍ଯଙ୍କୁ ପଛ ରେ ଆସୁଥିବା ଦେଖି ପିତର ପଚାରିଲେ, ପ୍ରଭୁ, ତାହାଙ୍କ ବିଷୟ ରେ କ'ଣ ହବେ?

ରେରିତମାନଙ୍କ କାର୍ଯ୍ୟର ବିବରଣ 1:7

ଯୀଶୁ ସମାନଙ୍କେୁ କହିଲେ, କବଳେ ପରମେଶ୍ବରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟ ରେ ନିଷ୍ପତ୍ତି ଗ୍ରହଣ କରିପାରିବେ। ତୁମ୍ଭମାନେେ ସେ ବିଷୟ ରେ ଜାଣି ପାରିବ ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:1

ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟ ରେ ଏବେ କିଛି ଲେଖିବାର ଆବଶ୍ଯକତା ନାହିଁ।

ଏବ୍ରୀ 9:26

ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।

Interlinear

Choose Theme