ତେଣୁ ସଦା ବେଳେ ପ୍ରସ୍ତୁତ ରୂହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣନାହିଁ।
Cross references
ସହେି ଦିନ ବା ସହେି ସମୟ କବେେ ଆସିବ, କହେି ଜାଣନ୍ତି ନାହିଁ। ଏପରିକି ସ୍ବର୍ଗର ଦୂତମାନେ ଜାଣନ୍ତି ନାହିଁ। ଏପରିକି ପୁତ୍ର ଜାଣନ୍ତି ନାହିଁ, କବଳେ ପରମପିତା ଏହା ଜାଣନ୍ତି।
ଠିକ୍ ସହେିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତବେେଳେ ଆଶା କରୁ ନଥିବ, ଠିକ୍ େସତକେି ବେଳେ ମନୁଷ୍ଯପୁତ୍ର ଆସିଯିବେ।
ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
ଯୀଶୁ ସମାନଙ୍କେୁ କହିଲେ, ମାରହେୃଦୟ ଏତେ ଦୁଃଖ ରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ୟିବା ଉପରେ। ତୁମ୍ଭମାନେେ ମାେ ସହିତ ଏଠା ରେ ଚଇେଁ କରି ରୁହ ଓ ଅପେକ୍ଷା କର।
ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।
କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡିକ ଜଳଇେ ରଖ।
ତେଣୁ ସଦା ବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସଗେୁଡିକ ମଧ୍ଯଦଇେ ନିରାପଦ ରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭମାନେେ ଆତ୍ମାବିଶ୍ବାସର ସହିତ ମନୁଷ୍ଯପୁତ୍ରଙ୍କ ଆଗ ରେ ଠିଆ ହାଇେ ପାରିବା ପାଇଁ ପ୍ରାର୍ଥନା କରା
ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।
ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ବାସ ରେ ଅଟଳ ରୁହ।
ଅତଏବ ଆମ୍ଭମାନେେ ଅନ୍ୟ ଲୋକମାନଙ୍କ ଭଳି ଶାଇେ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂୟମ ଥିବା ଆବଶ୍ଯକ।
ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
ଜାଗି ଉଠ! ତୁମ୍ଭର ଯେଉଁ ଅବଶିଷ୍ଟ ବିଷୟଗୁଡ଼ିକ ଲୋପ ପାଇଯାଉଅଛି ସଗେୁଡ଼ିକ ସମ୍ପୂର୍ଣ୍ଣ ମରିୟିବା ପୂର୍ବରୁ ସେସବୁ ଦୃଢ଼ କର। କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ତୁମ୍ଭର କର୍ମକୁ ମୁଁ ନିର୍ଦ୍ ଦୋଷ ପାଇନାହିଁ।
ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।