Home Bibles ମାଥିଉଲିଖିତ ସୁସମାଚାର 25:12 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 25:12 · ଓଡ଼ିଆ ବାଇବେଲ

କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'

Cross references

ଗୀତସଂହିତା 1:6

କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।

ଗୀତସଂହିତା 5:5

ଗର୍ବୀମାନେ କବେେ ତୁମ୍ଭ ନିକଟକୁ ଆସିପାରିବେ ନାହିଁ। ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ତୁମ୍ଭେ ସମାନଙ୍କେୁ ଘୃଣା କର।

ହବକକୂକ 1:13

ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?

ଲୂକଲିଖିତ ସୁସମାଚାର 13:26

ତା'ପରେ ତୁମ୍ଭମାନେେ କହିବ, 'ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭମାନେେ ଆମ୍ଭ ନଗର ଗଳିମାନଙ୍କ ରେ ଉପଦେଶ ଦଇେଛ।'

ଯୋହନଲିଖିତ ସୁସମାଚାର 9:31

ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ବର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ବର ତା'ର କଥା ଶୁଣନ୍ତି।

ଯୋହନଲିଖିତ ସୁସମାଚାର 10:27

ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:3

କିନ୍ତୁ ୟିଏ ପରମେଶ୍ବରଙ୍କୁ ପ୍ ରମେ କରେ, ପରମଶ୍ବର ତାହାର ପରିଚୟ ନିଅନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 4:9

କିନ୍ତୁ ଏବେ ତୁମ୍ଭମାନେେ ପ୍ରକୃତ ପରମେଶ୍ବରଙ୍କ ପରିଚୟ ପାଇଅଛ। ପ୍ରକୃତ ରେ ପରମେଶ୍ବରଙ୍କ ଦ୍ବାରା ପରିଚୟ ପାଇଅଛ। ତବେେ ତୁମ୍ଭମାନେେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ ? ତୁମ୍ଭମାନେେ କ'ଣ ପୁଣି ଦାସ ହବୋକୁ ଇଚ୍ଛା କର ?

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:19

ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।

Interlinear

Choose Theme