ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
Cross references
ତେଣୁ ସଦା ବେଳେ ପ୍ରସ୍ତୁତ ରୂହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣନାହିଁ।
ଚ଼ାକରଟି ଆଶା କରିନଥିବା ଦିନ ଓ ତାକୁ ଜଣା ନଥିବା ସମୟରେ ସେ ମାଲିକ ଆସି ପହନ୍ଚିେେ।
ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।
ତେଣୁ ସଦା ବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସଗେୁଡିକ ମଧ୍ଯଦଇେ ନିରାପଦ ରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭମାନେେ ଆତ୍ମାବିଶ୍ବାସର ସହିତ ମନୁଷ୍ଯପୁତ୍ରଙ୍କ ଆଗ ରେ ଠିଆ ହାଇେ ପାରିବା ପାଇଁ ପ୍ରାର୍ଥନା କରା
ତେଣୁ ତୁମ୍ଭମାନେେ ସାବଧାନ ହାଇେ ରୁହ। ତୁମ୍ଭମାନେେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ପାଖ ରେ ରହି ଆଖିର ଲୁହ ରେ ପ୍ରେତ୍ୟକକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।
ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ବାସ ରେ ଅଟଳ ରୁହ।
ଅତଏବ ଆମ୍ଭମାନେେ ଅନ୍ୟ ଲୋକମାନଙ୍କ ଭଳି ଶାଇେ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂୟମ ଥିବା ଆବଶ୍ଯକ।
କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂୟମ କର। କ୍ଲେଶ ଆସିଲେ ସଗେୁଡିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ବରଙ୍କ ଜଣେ ସବେକ ଭାବରେ ସମସ୍ତ କର୍ତ୍ତବ୍ଯ କରୁଥାଅ।
ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।