ମାଥିଉଲିଖିତ ସୁସମାଚାର 25:15 · ଓଡ଼ିଆ ବାଇବେଲ
କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।
Cross references
ମାଥିଉଲିଖିତ ସୁସମାଚାର 18:24
ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରି ଦେଲେ। ତାହାଙ୍କର ଜଣେ ଚ଼ାକର ଉପରେ ଦଶ ହଜାର ରେ ୗପ୍ୟମୁଦ୍ରା ବାକି ଥିଲା।
ଲୂକଲିଖିତ ସୁସମାଚାର 12:48
କିନ୍ତୁ ଯେଉଁ ସବେକ ନିଜ ମାଲିକଙ୍କ ଇଚ୍ଛା ବିଷୟ ରେ କିଛି ଜାଣି ନଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତବେେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ଯ ବିଷୟ ରେ ଜାଣିଥିବା ଚାକର ଅପେକ୍ଷା କମ୍ ଦଣ୍ଡ ଦିଆୟିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାଯୀ ହବେ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତାଠାରୁ ବହୁତ ଅଧିକ ଆଶା କରାୟିବ।
ଲୂକଲିଖିତ ସୁସମାଚାର 19:13
ସେ ନିଜର ଦଶ ଜଣ ଚାକରଙ୍କୁ ଡାକିଲେ। ସେ ପ୍ରେତ୍ୟକକ ଚାକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, 'ମୁଁ ଫରେିବା ପର୍ୟ୍ଯନ୍ତ ଏହି ଟଙ୍କା ରେ ବ୍ଯବସାୟ କର।'