ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'
Cross references
କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ।
ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
ଏବଂ ଏପରି ନୋହ, ଦାନିୟେଲ ଓ ଆୟୁବ ଯଦି ଏହି ତିନି ପୁରୁଷ ଆମ୍ଭେ, ତବେେ ସମାନେେ ସମାନଙ୍କେର ଧାର୍ମିକତା ଦ୍ବାରା ନିଜର ପ୍ରାଣ ରକ୍ଷା କରିଥାନ୍ତେ, କିନ୍ତୁ ସମାନେେ ଦେଶକୁ ରକ୍ଷା କରିପାରି ନ ଥାନ୍ତେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି।
ଯଦି ନୋହ, ଦାନିୟେଲ, ଓ ଆୟୁବ ଥାନ୍ତେ ତବେେ ସମାନେେ କବଳେ ସମାନଙ୍କେର ଧାର୍ମିକତା ଦ୍ବାରା ରକ୍ଷା ପାଇଥାନ୍ତେ, ଏପରିକି ସମାନେେ ନିଜ ସନ୍ତାନମାନଙ୍କୁ ରକ୍ଷା କରିପାରି ନ ଥାନ୍ତେ। ଏହା ସଦାପ୍ରଭୁ, ମାରେ ପ୍ରଭୁ ଶପଥ କରନ୍ତି।
ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହାଇେ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ବର ତୁମ୍ଭର ହୃଦୟ ରେ ଥିବା ପାପ ଚ଼ିନ୍ତାକୁ କ୍ଷମା କରିପାରନ୍ତି।
ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତ ରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।