ସେ କହିଲା, ମୁଁ ତୁମ୍ଭମାନଙ୍କ ହାତ ରେ ଯୀଶୁଙ୍କୁ ଧ ରଇେ ଦବେି। ଏହା କରିବା ପାଇଁ ତୁମ୍ଭମାନେେ ମାେତେ କ'ଣ ଦବେ? ଯାଜକମାନେ ୟିହୂଦାଙ୍କୁ ତିରିଶଟି ରୂପା ଟଙ୍କା ଦେଲେ।
Cross references
ତେଣୁ ଯିହୁଦା ତା'ର ଭାଇମାନଙ୍କୁ କହିଲେ, ଯଦି ଆମ୍ଭେ ଆମ୍ଭର ଭାଇକୁ ହତ୍ଯାକରି ଓ ତା'ର ମୃତ୍ଯୁକୁ ଲୁଚାଇଲେ ଆମ୍ଭର ଲାଭ କ'ଣ?
ତେଣୁ ଯିହୁଦା ତାଙ୍କ ପାଖକୁ ଗଲେ ଏବଂ କହିଲେ, ତୁମ୍ଭ ସହିତ ମାେତେ ସହବାସ କରିବାକୁ ଦିଅ। ସେ ତାଙ୍କର ପୁତ୍ରବଧୁ ବୋଲି ଯିହୁଦା ଜାଣି ନଥିଲେ।
କିନ୍ତୁ ଯଦି ବଳଦ ଯବେେ କାହାର ଦାସ କି ଦାସୀକୁ ଆଘାତ କରେ, ତବେେ ସେ ତା'ର ପ୍ରଭୁକୁ ତିରିଶ ସକେଲେ ରୂପା ଦବେ। ଆଉ ବଳଦକୁ ପ୍ରସ୍ତର ଦ୍ବାରା ହତ୍ଯା କରାୟିବ।
ଆଉ କୋଡିଏରୁ ଷାଠିଏ ବର୍ଷ ପର୍ୟ୍ଯନ୍ତ ସ୍ତ୍ରୀ ଲୋକର ନିରୂପିତ ମୂଲ୍ଯ ତିରିଶ ଶକେଲ ରୂପା ହବେ।
ତେଣୁ ପଲେଷ୍ଟୀୟ ନତେୃବର୍ଗମାନେ ସହେି ସ୍ତ୍ରୀ ନିକଟକକ୍ସ୍ଟ ଆସି ତାହାକକ୍ସ୍ଟ କହିଲେ, ଆମ୍ଭେ ଜାଣିବାକକ୍ସ୍ଟ ଗ୍ଭହକ୍ସ୍ଟଁ ସେ କେଉଁଠାରକ୍ସ୍ଟ ବଳ ପାଉଛି, ତୁମ୍ଭେ ଚତକ୍ସ୍ଟରତାର ସହ ତାଙ୍କ ପାଖରକ୍ସ୍ଟ ଏହି ଗକ୍ସ୍ଟଲ୍ଗ ରହସ୍ଯ ଆଦାଯ କର। ଆମ୍ଭେ ଜାଣିବାକକ୍ସ୍ଟ ଗ୍ଭହକ୍ସ୍ଟଁ, ତାକକ୍ସ୍ଟ କିପରି କାବକ୍ସ୍ଟ କରି ହବେ। ଯାହାଫଳ ରେ ଆମ୍ଭେ ଯେ କୌଣସି ପ୍ରକା ରେ ବନ୍ଦି କରି ପାରିବକ୍ସ୍ଟ। ଯଦି ତୁମ୍ଭେ ଏହା କରିପାରିବ ତବେେ ତୁମ୍ଭକୁ ଆମ୍ଭେ ପ୍ରେତ୍ୟକକ 1,100 ଲଖାଏଁେ ରେ ୗପ୍ୟ ମକ୍ସ୍ଟଦ୍ରା ଦବେକ୍ସ୍ଟ।
ମୀଖା କହିଲା, ମାେ ସଙ୍ଗେ ତକ୍ସ୍ଟମେ ବାସ କର। ମାରେପିତା ଓ ଯାଜକ ହକ୍ସ୍ଟଅ। ତହିଁରେ ମୁ ତୁମ୍ଭକୁ ବାର୍ଷୀକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦବେି। ମୀଖା ଯାହା କହିଲା, ସହେି ଲବେୀୟ ତାହା କଲା।
ସମାନେେ ତାକକ୍ସ୍ଟ ଚକ୍ସ୍ଟପ୍ ହବୋ ପାଇଁ କହିଲେ। ସମାନେେ ତାକକ୍ସ୍ଟ କହିଲେ, ତୁମ୍ଭର ହାତ ତୁମ୍ଭର ପାଟି ରେ ଦିଅ ଏବଂ ଆମ୍ଭମାନଙ୍କୁ ଅନକ୍ସ୍ଟସରଣ କର। ଆମ୍ଭମାନଙ୍କ ପିତା ଓ ଆମ୍ଭମାନଙ୍କର ଯାଜକ ହକ୍ସ୍ଟଅ। ତୁମ୍ଭେ ଗୋଟିଏ ଲୋକର ଗୃହ ଦବେତାର ଯାଜକ ହବୋ ଭଲ ନା ଇଶ୍ରାୟେଲର ଗୋଷ୍ଠୀ ଓ ପରିବାରବର୍ଗ ଉପରେ ଯାଜକ ହବୋ ଭଲ କି?
ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।
ତା'ପ ରେ ମୁଁ କହିଲି, ଯଦି ତୁମ୍ଭମାନେେ ମାେତେ ମାରେ ବତନେ ଦବୋକୁ ଇଚ୍ଛା କରୁଛ ତବେେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ। ତେଣୁ ସମାନେେ ମାରେ ମଜୁରି ତିରିଶ ରେ ୗପ୍ୟ ମୁଦ୍ରା ଦେଲେ।
ୟିହୂଦା ଦେଖିଲା ଯେ, ସମାନେେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ୟିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତୃମାନଙ୍କ ହାତ ରେ ଦଇେ ଦଇେଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନଙ୍କୁ ସହେି ତିରିଶଟି ରେ ୗପ୍ୟମୁଦ୍ରା ଫରୋଇ ଦଲୋ।
ୟିହୂଦାକୁ ଏହି ଘୃଣ୍ଯ କାମ କରିବା ପାଇଁ ଟଙ୍କା ଦିଆଯାଇଥିଲା। ସେଥି ରେ ସେ ଗୋଟିଏ ଜମି କିମି ଦଲୋ। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହାଇେ ପଡ଼ିଲା। ପରେ ତା'ର ପଟେ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା।
ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।
ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।
ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।
ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।