Home Bibles ମାଥିଉଲିଖିତ ସୁସମାଚାର 26:21 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 26:21 · ଓଡ଼ିଆ ବାଇବେଲ

ସମାନେେ ଖାଉଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭମାନଙ୍କ ମଧିଅରେ ଥିବା ବାରଜଣଙ୍କ ଭିତରୁ ଜଣେ ମାେ ପ୍ରତି ବିଶ୍ବାସଘାତକତା କରିବ।

Cross references

ଗୀତସଂହିତା 55:12

ୟଦି କୌଣସି ଶତ୍ରୁ ମାେତେ ତିରସ୍କାର କଲା ମୁଁ ସହନ୍ତି। ୟଦି ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଆକ୍ରମଣ କରନ୍ତି। ମୁଁ ତାଙ୍କଠାରୁ ନିଜକୁ ଲୁଚାନ୍ତି।

ମାଥିଉଲିଖିତ ସୁସମାଚାର 26:2

ଦୁଇଦିନ ପରେ ନିସ୍ତାରପର୍ବ ହବୋ କଥା ତୁମ୍ଭେ ଜାଣ। ସହେି ଦିନ କୃଶ ରେ ଚ଼ଢ଼ାଇ ମନୁଷ୍ଯପୁତ୍ରଙ୍କୁ ମାରି ଦବୋ ପାଇଁ ତାହାଙ୍କ ଶତୃମାନଙ୍କ ହାତ ରେ ଦଇେ ଦିଆୟିବ।

ମାଥିଉଲିଖିତ ସୁସମାଚାର 26:14

ତା'ପରେ ଯୀଶୁଙ୍କର ବାରଜଣ ଶିଷ୍ଯଙ୍କ ମଧ୍ଯରୁ ଜଣେ ଯାଇ ପ୍ରଧାନ ଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସହେି ଶିଷ୍ଯର ନାମ ଈଷ୍କରିଯୋଥ ୟିହୂଦା ଥିଲା।

ଲୂକଲିଖିତ ସୁସମାଚାର 22:21

ଯୀଶୁ କହିଲେ, ତୁମ୍ଭମାନଙ୍କ ଭିତରୁ ଜଣେ ଶୀଘ୍ର ମାେ ପ୍ରତି ବିଶ୍ବାସଘାତକତା କରିବ। ତାର ହାତ ମାେ ହାତ ପାଖ ରେ ଏହି ଟବେୁଲ ଉପରେ ଅଛି।

ଯୋହନଲିଖିତ ସୁସମାଚାର 6:70

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।

ଯୋହନଲିଖିତ ସୁସମାଚାର 13:21

ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।

ଏବ୍ରୀ 4:13

ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:23

ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।

Interlinear

Choose Theme