Home Bibles ମାଥିଉଲିଖିତ ସୁସମାଚାର 26:29 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 26:29 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭମାନଙ୍କୁ ଏକଥା କହି ରଖୁଛି: ମାରେ ପରମପିତାଙ୍କ ରାଜ୍ଯ ରେ ଆମ୍ଭେ ସମସ୍ତେ ଏକାଠି ନ ହବୋ ପର୍ୟ୍ଯନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହବୋ ପର୍ୟ୍ଯନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।

Cross references

ଗୀତସଂହିତା 4:7

ହେ ସଦାପ୍ରଭୁ, ତୁମ୍ଭେ ମାେତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ। ମୁଁ ବର୍ତ୍ତମାନ ବହୁତ ଖୁସି। ଫସଲ ଅମଳ ସମୟଠାରୁ। ଯେତବେେଳେ ଆମ୍ଭେ ଶସ୍ଯ ଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ ସେତବେେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।

ଗୀତସଂହିତା 40:3

ସଦାପ୍ରଭୁ ମାେ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସହେି ଗୀତଟି ପରମେଶ୍ବରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନକେ ଲୋକ ଦେଖିବେ ମାେ ପ୍ରତି ୟାହା ସବୁ ଘଟିଗଲା, ୟାହାଫଳରେ ସମାନେେ ପରମେଶ୍ବରଙ୍କୁ ଉପାସନା କରିବେ। ସମାନେେ ସଦାପ୍ରଭୁଙ୍କୁ ବିଶ୍ବାସ କରିବେ।

ଗୀତସଂହିତା 104:15

ହୃଦଯ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ ଓ ମନୁଷ୍ଯକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।

ପରମଗୀତ 5:1

ହେ ମାରେ ଭଗିନୀ, ମାହେର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ଯ ସଂଗ୍ରହ କରିଅଛି। ମୁଁ ମହୁ ଫଣୋରୁ ମାରେ ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧପାନ କରିଅଛି। ଆସ ପରସ୍ପର ସହିତ ଆମାଦେ କରିବା। ଆସ ପ୍ ରମେ ରେ ମତ୍ତ ହାଇଯେିବା।

ଯିଶାଇୟ 24:9

ଲୋକମାନେ ସୁରାପାନ କଲା ବେଳେ ଆଉ ଆନନ୍ଦ ସଙ୍ଗୀତ ଗାଉ ନାହାଁନ୍ତି। ସୁରାପାନ ସମାନଙ୍କେୁ ତିକ୍ତ ବୋଧ ହେଉଅଛି।

ଯିଶାଇୟ 25:6

ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।

ଯିଶାଇୟ 53:11

ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।

ସିଫନିୟ 3:17

ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦଖାଇବେେ। ଆଉ ମଧ୍ଯ ସେ ଦଖାଇେ ଦବେେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହବେେ, ଭୋଜି ରେ ଆନନ୍ଦ କଲାପରି ହବେେ।

ଯିଖରିୟ 9:17

ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।

ମାଥିଉଲିଖିତ ସୁସମାଚାର 13:43

ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।

ମାଥିଉଲିଖିତ ସୁସମାଚାର 16:28

ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ କେତକେ ଲୋକ ଠିଆ ହାଇେଛନ୍ତି, ଯେଉଁମାନେ ସମାନଙ୍କେ ମୃତ୍ଯୁ ପୂର୍ବରୁ ମନୁଷ୍ଯ ପୁତ୍ରଙ୍କୁ ତାହାଙ୍କ ରାଜ୍ଯ ସହିତ ଆସୁଥିବାର ଦେଖିବେ।

ମାଥିଉଲିଖିତ ସୁସମାଚାର 18:20

ଏକଥା ସତ୍ଯ। କାରଣ ଯେଉଁଠା ରେ, ମାେ ନାମ ରେ ବିଶ୍ବାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ମଠାେ ରେ ସମାନଙ୍କେ ସହିତ ଅଛି।

ମାଥିଉଲିଖିତ ସୁସମାଚାର 25:34

ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

ମାଥିଉଲିଖିତ ସୁସମାଚାର 28:20

ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

ମାର୍କଲିଖିତ ସୁସମାଚାର 14:25

ମୁଁ ତୁମ୍ଭକୁ ସତ୍ଯ କହୁଛି। ମୁଁ ଯେପର୍ୟ୍ଯନ୍ତ ପରମେଶ୍ବରଙ୍କ ରାଜ୍ଯ ରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସହେି ଦିନ ପର୍ୟ୍ଯନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।

ଲୂକଲିଖିତ ସୁସମାଚାର 12:32

ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।

ଲୂକଲିଖିତ ସୁସମାଚାର 15:5

ମେଣ୍ଢାଟି ପାଇଗଲେ ସେ ବହୁତ ଖୁସି ହବେ। ସେ ମେଣ୍ଢାଟିକୁ କାନ୍ଧ ରେ ବସାଇ ଘରକୁ ଆଣିବ।

ଲୂକଲିଖିତ ସୁସମାଚାର 15:23

ଆମ୍ଭର ସବୁଠାରୁ ମାଟେ ବାଛୁରୀଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହବେ। ଆମ୍ଭମାନେେ ଗୋଟିଏ ଭୋଜି କରିବା।

ଲୂକଲିଖିତ ସୁସମାଚାର 15:32

କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'

ଲୂକଲିଖିତ ସୁସମାଚାର 22:15

ଯୀଶୁ ସମାନଙ୍କେୁ କହିଲେ, ମୁଁ ମାେ ମୃତ୍ଯୁ ପୂର୍ବରୁ ତୁମ୍ଭମାନଙ୍କ ସହିତ ଏକାଠି ଏହି ନିସ୍ତାର ପର୍ବର ଖାଦ୍ୟ ଖାଇବା ପାଇଁ ଏକାନ୍ତ ଇଚ୍ଛା କରିଥିଲିା

ଲୂକଲିଖିତ ସୁସମାଚାର 22:29

ମାରେ ପରମପିତା ମାେତେ ଗୋଟିଏ ରାଜ୍ଯ ଦଇେଛନ୍ତି। ମାେ ସହିତ ତୁମ୍ଭମାନେେ ମଧ୍ଯ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।

ଯୋହନଲିଖିତ ସୁସମାଚାର 15:11

ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା ହେଲେ ମୁଁ ଯେପରି ଆନନ୍ଦ ରେ ଅଛି, ତୁମ୍ଭେ ମଧ୍ଯ ମାେପରି ଆନନ୍ଦ ପାଇବ। ମୁଁ ଚା ହେଁ, ତୁମ୍ଭର ଆନନ୍ଦ ସଂମ୍ପୂର୍ଣ୍ଣ ହେଉ।

ଯୋହନଲିଖିତ ସୁସମାଚାର 16:22

ଏହିପରି ତୁମ୍ଭ କ୍ଷେତ୍ର ରେ ମଧ୍ଯ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭଙ୍କୁ ପୁଣି ଭଟେିବି ଓ ତୁମ୍ଭମାନେେ ଖୁସି ହବେ। କହେି ତୁମ୍ଭର ଆନନ୍ଦ ନଇେ ୟିବ ନାହିଁ।

ଯୋହନଲିଖିତ ସୁସମାଚାର 17:13

ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତ ରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କ ହେ, ଯେପରି ଏହି ଲୋକମାନେ ମାଠାେ ରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଚା ହେଁ, ସମାନେେ ସମାନଙ୍କେ ଭିତ ରେ ମାରେ ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:41

ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦଖାଗେଲେ ନାହିଁ। ପରମେଶ୍ବର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସହେିମାନେ କବଳେ ତାହାଙ୍କୁ ଦେଖିପାରିଲେ। ଆମ୍ଭମାନେେ ସହେି ସାକ୍ଷୀ ଅଟୁ। ଯୀଶୁ ମୃତ୍ଯୁରୁ ଉଠିଲାପରେ ଆମ୍ଭମାନେେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।

ଏବ୍ରୀ 12:2

ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:8

ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:17

ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:3

ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।

Interlinear

Choose Theme