ପିତର କହିଲେ, ଅନ୍ୟ ସମସ୍ତେ ଶିଷ୍ଯ ଆପଣଙ୍କ ଉପରୁ ବିଶ୍ବାସ ହ ରଇେ ପାରନ୍ତି, କିନ୍ତୁ ମୁଁ କବେେ ହେଲେ ମାରେ ବିଶ୍ବାସ ହରାଇବି ନାହିଁ।
Cross references
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମାରେ ପାଦ ସହେି ପଥରୁ କବେେ ବିଚ୍ଯୁତ ହବେ ନାହିଁ।
ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ମନୋନୀତ କଲ, ୟପରେି ମୁଁ ବଞ୍ଚିପାରିବି। ମୁଁ ତୁମ୍ଭ ଉପରେ ଭରସା ରେଖ, ମାେତେ ହତୋତ୍ସାହ କର ନାହିଁ।
ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।
ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।
ଜଣେ ଲୋଭି ମନୁଷ୍ଯ କଳହ ସୃଷ୍ଟି କରେ। କିନ୍ତୁ ସହେି ମନୁଷ୍ଯ ୟିଏ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ସେ ଉନ୍ନତି କରିବ।
ଯାହାର ଅନ୍ତଃକରଣ ସବୁଠାରୁ କପଟମଯ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କହେି ଜାଣିପାରିବେ ନାହିଁ।
ପିତର କହିଲେ, ଅନ୍ୟ ସମସ୍ତ ଶିଷ୍ଯ ହୁଏତ ସମାନଙ୍କେ ବିଶ୍ବାସ ହ ରଇେ ପାରନ୍ତି। କିନ୍ତୁ ମୁଁ ମାରେବିଶ୍ବାସ କଦାପି ହ ରଇବେି ନାହିଁ।
କିନ୍ତୁ ପିତର ଯୀଶୁଙ୍କୁ କହିଲେ, ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ୟିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।
ଶିମାନେ ପିତର ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ତୁମ୍ଭେ କେଉଁଆଡେ ଯାଉଛ? ଯୀଶୁ ଉତ୍ତର ଦେଲେ ମୁଁ ଯେଉଁ ଆଡେ ଯାଉଛି ତୁମେ ମାରେ ପେଛ ପେଛ ଏବେ ସଠାେକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମାରେ ଅନୁଗମନ କରିବ।
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?
ଭଲ କାର୍ୟ୍ଯ ରେ ଜଡିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ ରମେ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚ୍ଭାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।
ସ୍ବାର୍ଥପରତା ଓ ଗର୍ବ ହତେୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।