Home Bibles ☰ Books ମାଥିଉଲିଖିତ ସୁସମାଚାର 26:4 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 26:4 · ଓଡ଼ିଆ ବାଇବେଲ

ସମାନେେ ଯୀଶୁଙ୍କୁ କପଟ ରେ ବନ୍ଦୀ କରି ତାହାଙ୍କୁ ମାରିଦବୋ ପାଇଁ ଯୋଜନା କଲେ।

Cross references

ଆଦି ପୁସ୍ତକ 3:1

ସଦାପ୍ରଭୁ ପରମେଶ୍ବରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧିଅରେ ସର୍ପ ସମସ୍ତଙ୍କଠାରୁ ଚ଼ତୁର ଥିଲା। ସର୍ପଟି ସ୍ତ୍ରୀ ଲୋକଟିକୁ କହିଲା, ଏହା କ'ଣ ସତ୍ଯ ଯେ ପରମେଶ୍ବର ଉଦ୍ୟାନର କୌଣସି ବୃକ୍ଷର ଫଳ ନଖାଇବା ପାଇଁ ତୁମ୍ଭଙ୍କୁ କହିଲେ?

ଗୀତସଂହିତା 2:2

ସମାନଙ୍କେ ରାଜା ଓ ନେତାମାନେ ଏକତ୍ରୀତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ବାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ୟୁଦ୍ଧ କରନ୍ତି।

ହିତୋପଦେଶ 24:15

ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧ ରେ ଓଗାଳି ବସ ନାହିଁ। ତାହାର ବିଶ୍ରାମ ସ୍ଥାନ ଲୁଟ କର ନାହିଁ।

ମାଥିଉଲିଖିତ ସୁସମାଚାର 12:14

କିନ୍ତୁ ଫାରୂଶୀମାନେ ସଠାରୁେ ବାହାରି ଗଲେ। ଯୀଶୁଙ୍କୁ ଜୀବନ ରେ ମାରିଦବୋ ପାଇଁ ସମାନେେ ଯୋଜନା କଲେ।

ମାଥିଉଲିଖିତ ସୁସମାଚାର 23:33

ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:19

ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ଯବହାର କଲେ। ରାଜା ସମାନଙ୍କେର ଶିଶୁମାନଙ୍କୁ ମାରିବା ପାଇଁ ବାହା ରେ ପକଇଦେବୋକୁ ସମାନଙ୍କେୁ ବଧ୍ଯ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:10

ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:3

ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।

Interlinear

Choose Theme